ଛେଣ୍ଡିପଦାରେ ବିଜେପିର ‘ବିଜୟ ସଂକଳ୍ପ ସମାବେଶ’ରେ କେନ୍ଦ୍ରମନ୍ତ୍ରୀ
ବିଜେପି ସରକାର ହେଲେ ସୁଭଦ୍ରା ଯୋଜନାରେ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ ଦିଆଯିବ -ଧର୍ମେନ୍ଦ୍ର ପ୍ରଧାନ
• ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ଛେଣ୍ଡିପଦା ଓ ପାତ୍ରପଡାରେ ପ୍ରଚାର କଲେ କେନ୍ଦ୍ରମନ୍ତ୍ରୀ• ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓଡ଼ିଆ ଲୋକ ହେବେ, ଗୁମାସ୍ତାଙ୍କୁ ଲୋକମାନେ ପ୍ରତ୍ୟାଖ୍ୟାନ…