ସୋଆ ଉପସଭାପତିଙ୍କ ଦ୍ୱାରା ସେଂଟର ଫର୍ ଏନ୍ଟରପ୍ରେନ୍ୟୁୟରସିପ୍ ଆଣ୍ଡ ଇନୋଭେସନ୍ ମ୍ୟାନେଜମେଂଟ ଉଦ୍ଘାଟିତ
ଭୁବନେଶ୍ୱର, ୧୦/୦୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ୍) ଏବଂ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସେସ ଆଣ୍ଡ ଆନିମଲ୍ ହଜ୍ବ୍ୟାଣ୍ଡ୍ରୀ (ଆଇଭିଏସ୍ଏଏଚ୍) ରେ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନଙ୍କୁ…