ବିଜେଡ଼ି ର ମିଶ୍ରଣ ପର୍ବ ଅନୁଷ୍ଠିତ l
ପଦ୍ମପୁର:- ସ୍ଥାନୀୟ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ପଦ୍ମପୁର ନିର୍ବାଚନ ମଣ୍ଡଳୀ ରାଜବୋରାସମ୍ବର ବ୍ଲକ ଅନ୍ତର୍ଗତ ଜମଲା ପଞ୍ଚାୟତର ୨୦ ରୁ ଅଧିକ ବିଜେପି କର୍ମି ସରପଞ୍ଚ…