ମଧୁବାବୁଙ୍କ ଜନ୍ମପୀଠରେ କାର୍ତ୍ତିକ ପାଣ୍ଡିଆନ
ଶ୍ରଦ୍ଧାଞ୍ଜଳି ଦେଲେ, ସଂଗ୍ରହଳୟ ପରିଦର୍ଶନ କଲେ
ଭୁବନେଶ୍ୱର 28/4/24 : ଉତ୍କଗୌରବ ମଧୁସୂଦନ ଦାସ ଙ୍କ ଜନ୍ମ ଦିବସ ଅବସରରେ 5T ଅଧକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଅପରାହ୍ନରେ ମଧୁବାବୁଙ୍କ ଜନ୍ମପୀଠ କଟକ ଜିଲ୍ଲାର ସତ୍ୟଭାମାପୁର ଯାଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ…