“ପିଟିପିଟି ମାରିଦେଲେ ମୋ ପୁଅକୁ”

ଅଭିଯୋଗ କଲେ ମୃତକଙ୍କ ମା।। ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ସାରସକଣା ବ୍ଲକ ଝାରପୋଖରିଆ ଥାନା ଅଧିନ ବଡଚାଟରା ଗ୍ରାମର ସ୍ବର୍ଗତ ଡମ୍ବରୁ ମହାନ୍ତ(୧୯)ଙ୍କ ମୃତ୍ୟୁ ଘଟଣା ସମସ୍ତଙ୍କୁ ଚକିତ କରିଛି। ମୁତକଙ୍କ ମାଆ ସରସ୍ବତୀ ମହନ୍ତଙ୍କ ଲିଖିତ ଏତେଲା କ୍ରମେ ଆଜି ଦିନ ପ୍ରାୟ ୨ଟାରୁ ୩ଟା ମଧ୍ୟରେ…

୨୦୨୩-୨୪ ଆର୍ଥିକ ବର୍ଷରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ନେଟ ଲାଭ ୭.୩ ପ୍ରତିଶତ ବୃଦ୍ଧି ସହ ୭୯୦୨୦ କୋଟି ଟଙ୍କା

ଭୁବନେଶ୍ୱର: ଦେଶର ସର୍ବବୃହତ ଘରୋଇ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ଼ ପକ୍ଷରୁ ଆଜି ୨୦୨୩-୨୪ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସ ତଥା ସମ୍ପୂର୍ଣ୍ଣ ଆର୍ଥିକ ବର୍ଷର ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ୨୦୨୩-୨୪ ଆର୍ଥିକ ବର୍ଷରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ନେଟ ଲାଭ ୭.୩ ପ୍ରତିଶତ…

ପୁରୁଣା ଘରକୁ ବାହୁଡ଼ିଲେ ବିମ୍ବାଧର

 ବିଜୁ ମହିଳା ଜନତା ଦଳର ବରିଷ୍ଠ ରାଜ୍ୟ ଉପସଭାନେତ୍ରୀ ଶ୍ରୀମତୀ ନିବେଦିତା ନାୟକ ନିଜ ସମର୍ଥକଙ୍କ ଗହଣରେ ବିଜେପିରେ ହେଲେ ସାମିଲ  ପଶ୍ଚିମଓଡ଼ିଶା କଳାକାର ସାମୁଖ୍ୟର ସଂଯୋଜକ ସରୋଜ କୁମାର ଭୂୟାଁ, ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅନିଲ କୁମାର ଗୁରୁ, କେନ୍ଦୁଝର ଜିଲ୍ଲାର ଯୁବ…

ଧରିତ୍ରୀ ଦିବସ ପାଳିତ

ଓଡ଼ଗାଁ: ଧରିତ୍ରୀ ମାତାଙ୍କ ସୁରକ୍ଷା ଉଦ୍ଦେଶ୍ୟରେ ଜନ ସଚେତନତା ସୃଷ୍ଟି ନିମନ୍ତେ ସାରା ବିଶ୍ୱରେ ଆଜି ପବିତ୍ର ଧରିତ୍ରୀ ଦିବସ ପାଳିତ ହେଉଛି । ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ ଅରୋମିରା ଟ୍ରଷ୍ଟ , କୁରାଳ ଆନୁକୂଲ୍ୟରେ ଟ୍ରଷ୍ଟ ପରିଚାଳକ ତଥା ପ୍ରକୃତି ବନ୍ଧୁ ସୁକାନ୍ତ ଚୌଧୁରୀଙ୍କ…

ଶିବ ଧନୁ ଭାଙ୍ଗି କରି ସୀତାଙ୍କ ଠାରୁ ବରଣମାଳା ଗ୍ରହଣ କଲେ ଶ୍ରୀରଘୁନାଥ

ଓଡ଼ଗାଁ ଶ୍ରୀରାମ ନବମୀ ଯାତ୍ରାର ୫ମ ସନ୍ଧ୍ୟା ଓଡଗାଁ, ୨୨।୪(ଶ୍ରୀକାନ୍ତ କୁମାର ମିଶ୍ର): ଓଡ଼ଗାଁ ବିଜେ ପ୍ରଭୁ ଶ୍ରୀରଘୁନାଥ ଜିଉଙ୍କ ପ୍ରସିଦ୍ଧ ଶ୍ରୀରାମ ନବମୀ ଯାତ୍ରାର ଆଜି ହେଉଛି ୫ମ ସନ୍ଧ୍ୟା । ପ୍ରଭୁ ଶ୍ରୀରାମ, ଅନୁଜ ଲକ୍ଷ୍ମଣ, ଗୁରୁ ବିଶ୍ୱାମିତ୍ର,ସହିତ ଦାସଦାସୀ ଏବଂ ଅନ୍ୟାନ୍ୟ…

ତାଳଚେରରେ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ

ହିଙ୍ଗୁଳା ଯାତ୍ରା ଭରସା ଓ ବିଶ୍ୱାସର ଅନନ୍ୟ ପରମ୍ପରା- ଧର୍ମେନ୍ଦ୍ର ପ୍ରଧାନ • ମା’ଙ୍କ ଦର୍ଶନ କରିବା ସହ ଉଭାସ୍ଥଳରେ ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ • ଓଡ଼ିଆ ଅସ୍ମିତା ସର୍ବଦା ବଜାୟ ରହିବା ସହ ସମସ୍ତ ଶ୍ରଦ୍ଧାଳୁଙ୍କ ମନୋସ୍କାମନା ପୂରଣ ହେଉ, ଏହା ମା’ଙ୍କ ପାଖରେ ପ୍ରାର୍ଥନା କଲେ •…

ସିପିଆଇ (ଏମଏଲ) ଲିବରେସନ ତରଫରୁ ନାମାକଂନ ପତ୍ର ପ୍ରଦାନ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଚଳିତ ମାସ 22 04 2024 ତାରିଖ ଦିନ ସିପିଆଇ (ଏମ୍ଏଲ) ଲିବରେସନ ସମ୍ପାଦକ ତିରୁପତି ଗମାଙ୍ଗ ଙ୍କ ନେତୃତ୍ୱରେ ଗୁଣପୁର ବାଳିକା ବିଦ୍ୟାଳୟ ଠାରୁ ନାମାକଂନ ଶୋଭାଯାତ୍ରା ବାହାରି ଗୁଣପୁର ମୁଖ୍ୟ ବଜାର ଦେଇ ଗୁଣପୁର ନିର୍ବାଚନ ଅଧିକାରୀ କୁ ସି ପି ଆଇ…

ସାଧାରଣ ନିର୍ବାଚନ ପୂର୍ବରୁ ନବରଙ୍ଗପୁର ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢ଼ାଉ ଓ କାର୍ଯ୍ୟାନୁଷ୍ଠାନ.

ନବରଙ୍ଗପୁର/ଅଶୋକ ସାହୁ, ଶାସକ ପ୍ରଶାସକ: ସାଧାରଣ ନିର୍ବାଚନ କୁ ଆଖି ଆଗରେ ରଖି, ନବରଙ୍ଗପୁର ଜିଲ୍ଲାପାଳ ଡ଼. କମଳଲୋଚନ ମିଶ୍ରଙ୍କ ଓ ଅବକାରୀ ଅଧିକ୍ଷକ ଅଭିରାମ ବେହେରାଙ୍କ ନିର୍ଦେଶ କ୍ରମେ, ନବରଙ୍ଗପୁର ଅବକାରୀ ନିରୀକ୍ଷକ ଦିଲ୍ଲୀପ କୁମାର ରଥ ଓ ଜିଲ୍ଲା ଭ୍ରାମ୍ୟମାଣ ସଂସ୍ଥା ନିରୀକ୍ଷକ…

ଡାବୁଗାଁ ରେ ମା ଠାକୁରାଣୀଙ୍କ କଳସ ଯାତ୍ରା ଅନୁଷ୍ଠିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୨/୦୪/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ରେ ମା ଠାକୁରାଣୀଙ୍କ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଆଜି ସନ୍ଧ୍ୟାରେ କୃଷିଫାର୍ମ ପରିସରରେ ଥିବା ମା ଠାକୁରାଣୀ ଙ୍କୁ ପୂଜାର୍ଚ୍ଚନା ପରେ ଏକ ବିରାଟ ଶୋଭାଯାତ୍ରାରେ ଶତାଧିକ ମହିଳା କଳସ ମୁଣ୍ଡାଇ…

ପାରଳାଖେମୁଣ୍ଡି ରୁ ବିଜେଡି ପ୍ରାର୍ଥୀ ଓ ମୋହନାରୁ ସ୍ଵାଧୀନ ପ୍ରାର୍ଥୀ ନାମାଙ୍କନ ପ୍ରାର୍ଥୀପତ୍ର ଦାଖଲ

https://youtu.be/9S-wJtHkbw8  ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଆସନ୍ତା ମେ ମାସ ୧୩ ତାରିଖ ଦିନ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଆଜି ନାମାଙ୍କନ ପ୍ରାର୍ଥୀପତ୍ର ଦାଖଲର ୫ମ ଦିନରେ ପାରଳାଖେମୁଣ୍ଡି…