ଓଡ଼ିଶା ବଜେଟ୍ ୨୦୨୪-୨୫:ନୂଆ ସରକାରର ପ୍ରଥମ ବଜେଟ ବିକଶିତ ଓଡିଶାର ମୁଳଦୁଆ ସ୍ଥାପନା କଲା- ମନମୋହନ ସାମଲ
ସବୁ ବର୍ଗର ଲୋକଙ୍କୁ ଚଳିତ ବଜେଟ ସନ୍ତୁଷ୍ଟି ଦେଇଛି
ଡବଲ ଇଂଜିନ ସରକାରରେ ଓଡିଶାର ସାମଗ୍ରିକ ବିକାଶକୁ ପ୍ରାଥମିକତା ଦିଆଯାଇଛି
ଭୂବନେଶ୍ୱର, ତା.୨୫/୦୭: ପ୍ରଥମ ଥର ପାଇଁ ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଆଜି ବିଧାନସଭାରେ ୨୦୨୪-୨୫ ଆର୍ôଥକ ବର୍ଷ ପାଇଁ ରାଜ୍ୟ…