ବିଶାଳ ଜନସମାଗମ ମଧ୍ୟରେ ଇଦ ମିଲନରେ ଯୋଗଦେଲେ ବିଜେଡି ସାଂସଦ ପ୍ରାର୍ଥୀ ଅଂଶୁମାନ ଓ ବିଧାୟକ ପ୍ରାର୍ଥୀ ଅଙ୍କିତ

 https://youtu.be/Uj9CO0p2OHg ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରିବା ପାଇଁ ଡବଲ ଶଙ୍ଖରେ ଭୋଟ ଦେବାକୁ ଅନୁରୋଧ l (ମାହାଙ୍ଗା-ଶାସକ ପ୍ରଶାସକ): ମାହାଙ୍ଗା ନିର୍ବାଚନ ମଣ୍ଡଳୀ ୩୯ ନଂ ଜୋନ କୁଣ୍ଡି କୁମୁଡା ଜୟପୁର ସ୍ଥିତ ଜଗନ୍ନାଥପୁର ଖେଳ ପଡ଼ିଆରେ ମୁସଲମାନ…

ମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

‘ଆଇନମନ୍ତ୍ରୀ ଓ ପୋଲିସଙ୍କ ବିଶୃଙ୍ଖଳିତ ଆଚରଣ’,ରାଜ୍ୟ ନିର୍ବାଚନ ଅଧିକାରୀ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଅନ୍ତୁ: ସତ୍ୟବ୍ରତ ପଣ୍ଡା  ଶାସକ ବିଜୁ ଜନତା ଦଳ ମୁକ୍ତ ଓ ଅବାଧ ନିର୍ବାଚନରେ ବ୍ୟାଘାତ ସୃଷ୍ଟି କରୁଛି  ଆଇନମନ୍ତ୍ରୀଙ୍କ ଆଖି ସାମ୍ନାରେ ଆଇନର ଧଜିଆ ଉଡିଛି…

ସମ୍ବଲପୁର ଲୋକସଭା ବିଜେଡି ହାରିବା ଭୟରେ ମିଥ୍ୟା ତଥ୍ୟର ଆଶ୍ରୟ ନେଉଛି : ଅନିଲ ବିଶ୍ୱାଳ

ଭୁବନେଶ୍ୱର,ତା.୧୯/୦୪: ସମ୍ବଲପୁର ଲୋକସଭା ନିର୍ବାଚନରେ ବିଜୁ ଜନତା ଦଳର ସାଂସଦ ପ୍ରାର୍ଥୀ ତଥା ତାଙ୍କ ଦଳର ସଂଗଠନ ସାଧାରଣ ସମ୍ପାଦକ ବିପୁଳ ଭୋଟରେ ହାରିବା ସୁନିଶ୍ଚିତ ଜାଣି ସେହି ଭୟରେ ଗତକାଲି ଏକ ଭୁଲ୍ ଫଟୋ ନିଜ ସାମାଜିକ ଗଣମାଧ୍ୟମରେ ପକାଇଥିଲେ । ୨୦୨୧ ମସିହାର ଏକ ପୁରୁଣା ଫଟୋକୁ…

ବିଜେପି ସରକାରରେ ଓ ବିଜେଡି ବିରୋଧୀ ଦଳରେ ବସିବ: ମନୋଜ ମହାପାତ୍ର

 ନିର୍ବାଚନୀ ସମୟରେ ଇସ୍ତାହାର ନାଁରେ ଭେଳିକି କ’ଣ ପାଇଁ  ଆମ ରାଜ୍ୟ ଓଡିଶା ସର୍ବଭାରତୀୟ ସ୍ତରରେ ବିକାଶର ସବୁ ସୋପାନରେ ସବୁଠୁ ତଳେ  ନେତା, ମନ୍ତ୍ରୀଙ୍କ ପୁତ୍ର କିମ୍ବା ପତ୍ନୀ ବିଧାୟକ ଓ ସାଂସଦ ନହୋଇ ସାଧାରଣ ଛାତ୍ର ଓ ଯୁବକ ଟିଏ ନେତା ହେଉ  ରାଜ୍ୟର ଅଧାଧିକ…

ବିଜେଡି ଛାଡି ବିଜେପିରେ ସାମିଲ ହେଲେ ପୂର୍ବତନ ଉପବାଚସ୍ପତି ଶ୍ରୀ ରାମଚନ୍ଦ୍ର ପଣ୍ଡା

ଓଡିଶାରେ ଅନ୍ୟାୟ, ଅନୀତି, ଦୁର୍ନୀତି, ଭ୍ରଷ୍ଟାଚାର,ବ୍ୟଭିଚାର, କୁଶାସନ ଅବସାନ ଘଟିବ : ମନମୋହନ ସାମଲ  ଗଞ୍ଜାମ ଏନ୍‌ଏସି ଅଧ୍ୟକ୍ଷ ଶ୍ରୀମତୀ ପ୍ରତିଭା ପାଢ଼ୀ, ସ୍ୱାଧୀନ କାଉନସିଲର ଅରୁଣ କୁମାର ପଣ୍ଡା, ବିଜେଡି କାଉନସିଲର ରୀତା ଦେବୀ ମହାରଣା, ରାଇବରୀ ଜେନା, ସ୍ୱାଗତ ଆଶିଷ ନାୟକ,…

ଖରା ଛୁଟିକୁ ନେଇ ଫେକ ନ୍ୟୁଜ

ଭୁବନେଶ୍ୱର : ଗ୍ରୀଷ୍ମ ପ୍ରବାହ ଯୋଗୁ ୧୫ ଜୁନ୍ ୨୦୨୪ ପର୍ଯ୍ୟନ୍ତ ସ୍କୁଲ ଛୁଟି ସମ୍ବନ୍ଧିତ ଏକ ମିଥ୍ୟା ସମ୍ବାଦ ସାମାଜିକ ଗଣମାଧ୍ୟମରେ ପ୍ରସାରିତ ହୋଇଥିବା କଥା ଆମର ଦୃଷ୍ଟି ଗୋଚର ହୋଇଛି। ଏହିଭଳି ମିଥ୍ୟା ପ୍ରଚାର କରି ସାଧାରଣରେ ବିଭ୍ରାନ୍ତ ସୃଷ୍ଟି କରିବା ଦଣ୍ଡନୀୟ ଅଟେବୋଲି ରାଜ୍ୟ…

ବିଜେଡି ସମ୍ବଲପୁର ପାଇଁ ଥିବା ନିଜ ଦାୟିତ୍ୱକୁ ଭୁଲି ପ୍ରସଙ୍ଗ ନଥିବାରୁ ମିଛ ସୁଆଙ୍ଗ ରଚୁଛି – ଧର୍ମେନ୍ଦ୍ର…

ସମ୍ବଲପୁରରେ କର୍ମୀ ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ • ବୁର୍ଲାରେ ବିଜେପିର ନୂତନ କାର୍ଯ୍ୟାଳୟର ଉଦଘାଟନ କରିବା ସହ ମିଶ୍ରଣ ପର୍ବରେ ଯୋଗଦେଲେ • ବିଭିନ୍ନ ସଂଘର କର୍ମକର୍ତ୍ତା ଓ ସଂଗଠନର ସଦସ୍ୟଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ • ଏନଏଚ-୫୫ର ୯୫ ପ୍ରତିଶତ କାମ ଶେଷ ହୋଇଥିବା…

ଏପ୍ରିଲ୍ ୨୧ରୁ ପ୍ରଚଣ୍ଡ ରୌଦ୍ର ତାପରୁ ଆଶ୍ୱସ୍ତି ମିଳିପାରେ : ସିଇସି

ଭୁବନେଶ୍ୱର, ଏପ୍ରିଲ୍ ୧୯: ବଙ୍ଗୋପସାଗରରେ ଆଂଟି ସାଇକ୍ଲୋନ ସୃଷ୍ଟି ହେବାର ସମ୍ଭାବନା କାରଣରୁ ଓଡ଼ିଶାରେ ଆସନ୍ତା ୨୧ ତାରିଖ ଠାରୁ ପ୍ରଚଣ୍ଡ ଖରା ତାତିରୁ କିଛିଟା ଆଶ୍ୱସ୍ତି ମିଳିପାରେ ବୋଲି ଶୁକ୍ରବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ…

ଅଂଗଦାନକୁ ପ୍ରୋତ୍ସାହନ ଦେଉଛି ସମ୍ ହସ୍ପିଟାଲ୍ ଓ ସମ୍ ଅଲ୍ଟିମେଟ ମେଡିକେୟାର

ଭୁବନେଶ୍ୱର, ଏପ୍ରିଲ୍ ୧୯: ମୃତ୍ୟୁ ପରେ ବି ଜୀବନ । ଏହି ଉକ୍ତିକୁ ପାଥେୟ କରି ଅଂଗଦାନ ଭଳି ମହତ୍ କାର୍ଯ୍ୟକୁ ଅବିରତ ଭାବେ ପ୍ରୋତ୍ସାହନ ଦେଇଚାଲିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଓ ସମ୍ ଅଲ୍ଟିମେଟ ମେଡିକେୟାର । ରାଜ୍ୟ ତଥା ଦେଶରେ ସ୍ୱାସ୍ଥ୍ୟ…

କଳାହାଣ୍ଡି ଜିଲ୍ଲାରେ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ଗସ୍ତ ଓ ନିର୍ବାଚନ ସମ୍ବନ୍ଧୀୟ ଖର୍ଚ୍ଚ ସମୀକ୍ଷା

ଭବାନୀପାଟଣା :ରୋହିତ କୁମାର ନାଏକ(ଶାସକ ପ୍ରଶାସକ) ତା୧୯.୪.୨୦୨୪: ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହ ରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଙ୍କ ଗ୍ରହଣ ରେ କଳାହାଣ୍ଡି ଜିଲ୍ଲା ଓ ନୂଆପଡ଼ା ଜିଲ୍ଲାର ନିର୍ବାଚନ ସମ୍ବନ୍ଧୀୟ ଖର୍ଚ୍ଚ କମିଟିର…