ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଆଡଭୋକେଟ୍ ଜେନେରାଲ
ଭୁବନେଶ୍ବର: ଦାୟିତ୍ବ ଗ୍ରହଣ କରିବା ପରେ ରାଜ୍ୟ ଆଡଭୋକେଟ ଜେନେରାଲ ତଥା ବରିଷ୍ଠ ବିଜେପି ନେତା ଶ୍ରୀ ପିତାମ୍ବର ଆଚାର୍ଯ୍ୟ ଆଜି ସଂଧ୍ୟାରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ଆଚାର୍ଯ୍ୟଙ୍କୁ…