ଜଗତସିଂହପୁର ଜିଲ୍ଲାପାଳ ଅନୁପମ ସାହା ମୁଖ୍ୟମନ୍ତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା
ଶ୍ରୀ ସାହା ମୁଖ୍ୟ ମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି
ଜଗତସିଂହପୁର,ତା-୧୮.୭.୨୦୨୪/ସୁମନ୍ତ କୁମାର ଦାସ : ଜଗତସିଂହପୁର ଜିଲ୍ଲାପାଳ ଶ୍ରୀ ଅନୁପମ ସାହା ମୁଖ୍ୟ ମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। 2012 ବ୍ୟାଚ ର ଆଇ ଏ ଏସ ଅଧିକାରୀ ଶ୍ରୀ ସାହା…