ନିରଞ୍ଜନଙ୍କୁ ଅଦାଲତ ଝଟକା: ମଧ୍ୟବର୍ତ୍ତୀକାଳୀନ ରହିତାଦେଶ ଆବେଦନ ଖାରଜ
କଟକ: ଲୋକସେବକ ମଣ୍ଡଳର ପୂର୍ବତନ ଆଜୀବନ ସଦସ୍ୟ ନିରଞ୍ଜନ ରଥଙ୍କୁ ଲାଗିଛି ଅଦାଲତର ଝଟକା । ଲୋକସେବକ ମଣ୍ଡଳ ପକ୍ଷରୁ ତାଙ୍କ ପ୍ରତି ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇବାକୁ ଶ୍ରୀରଥ ଅଦାଲତର ଦ୍ୱାରସ୍ଥ ହୋଇଥିବା ବେଳେ ଅଦାଲତ ଉକ୍ତ ଆବେଦନକୁ ଖାରଜ କରିଦେଇଛନ୍ତି…