ଉପଖଣ୍ଡ ସ୍ତରୀୟ ଉତ୍କଳ ଦିବସ ପାଳିତ ।
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ତା:୦୧-୦୪-୨୦୨୪ରିଖ ଦିନ ଗୁଣପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଉପଖଣ୍ଡ ସ୍ତରୀୟ ଓଡିଶା ଦିବସ ପାଳିତ ହୋଇ ଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ଗୁଣପୁର ଉପ ଜିଲ୍ଲାପାଳ ସୁଶ୍ରୀ କୀରନ ଦୀପ କୌର ସାହୋତା ମୁଖ୍ୟ ଅତିଥି ରୂପେ ଯୋଗଦେଇ ଓଡ଼ିଶାର…