ନେମାଳରେ ରାଜ୍ୟସ୍ତରୀୟ ଲଉଡ଼ି ମହୋତ୍ସବର ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ l
-(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ବିଜେସ୍ଥଳୀରେ ଯାଦବ ମହାସଭା, ପଦ୍ମବନ ପୀଠ, ନେମାଳ ଆନୁକୂଲ୍ୟରେ ଆଗାମୀ ଦୋଳ ପୂର୍ଣ୍ଣିମାଠାରୁ ୫ଦିନ ବ୍ୟାପୀ ପ୍ରତ୍ୟହ ସନ୍ଧ୍ୟା ଆଳତୀ ପରଠାରୁ ମଧ୍ୟରାତ୍ର ପର୍ଯ୍ୟନ୍ତ…