ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ‘ସ୍ପାର୍କ-୨୦୨୬’ ପାଳିତ
ଛାତ୍ରଛାତ୍ରୀଙ୍କ ପ୍ରତିଭା ବିକାଶ ସହ ଶିକ୍ଷାର ମହତ୍ତ୍ୱ ଉପରେ ଗୁରୁତ୍ୱାରୋପ
ବେଲଗୁଣ୍ଠା, ୧୨/୯: -(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ବ୍ଲକ୍ର ପ୍ରତାପଲକ୍ଷ୍ମଣପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ‘ସ୍ପାର୍କ-୨୦୨୬’ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ପାଳିତ!-->!-->!-->…