ସାଧାରଣ ନିର୍ବାଚନ – 2024 ପାଇଁ ଜିଲ୍ଲାପାଳଙ୍କ ଦ୍ୱାରା ବିଭିନ୍ନ ଟିମ୍ ର ସମୀକ୍ଷା ବୈଠକ

ଭବାନୀପାଟଣା ତା : 13.03.2024:- ଆଗାମୀ ସାଧାରଣ ଓ ବିଧାନସଭା ନିର୍ବାଚନ 2024 ନିମନ୍ତେ ବିଭିନ୍ନ ଟିମ୍ର ଗଠନ ଓ କାର୍ଯ୍ୟପ୍ରସ୍ତୁତି ଉପରେ ଜିଲ୍ଲାପାଳ ପି. ଅନ୍ବେଶା ରେଡ୍ଡୀ ଙ୍କ ଅଧ୍ଯକ୍ଷତାରେ ଏକ ବୈଠକ ଜିଲ୍ଲାପାଳଙ୍କ ବାସଗୃହ ସମ୍ମିଳନୀ କକ୍ଷରେ ଗତକାଲି 12.03.2024 ରେ ଅନୁଷ୍ଠୀତ…

ମହିଳା ସ୍ନାତକ ମହାବିଦ୍ୟାଳୟରେ ମାନକ ମିତ୍ର ଅଭିଯାନ କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ମହିଳା ମହାବିଦ୍ୟାଳୟ ପରିସରରେ ଭାରତ ସରକାରଙ୍କ ଆନୂକୁଲ୍ୟରେ ବି.ଆଇ.ଏସ୍. ତରଫରୁ ଏକ ମାନକ ମିତ୍ର ଅଭିଯାନ କାର୍ଯ୍ୟକ୍ରମ ଅଧ୍ୟକ୍ଷା ଡଃ ରୀନା ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ଲଳିତ ଦାସ ଏବଂ ଶ୍ରୀ ବୃନ୍ଦାବନ…

ଶାଳଜଙ୍ଗ ପଞ୍ଚାୟତର ଅନ୍ଧୋଟି ଗ୍ରାମରେ ରଶ୍ମିତା ଦାସଙ୍କ ସରକାରଙ୍କ ଠାରୁ ସହାୟତା ଦାବି

ଜଗତସିଂହପୁର,ତା-୧୨.୦୩.୨୦୨୪/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ଶାଳଜଙ୍ଗ ପଞ୍ଚାୟତର ଅନ୍ଧୋଟି ଗ୍ରାମରେ ରଶ୍ମିତା ଦାସଙ୍କ ଘର l ପରିବାର ସଦସ୍ୟହେଉଛନ୍ତି ଶାଶୁ ଶାନ୍ତି ଭୋଇ ବୟସ ୭୫, ଶଶୁର ରବୀନ୍ଦ୍ର ଭୋଇ ୮୫ ଗୋଟିଏ ପୁଅ ଓ ସ୍ୱାମୀ ନିଲୁ ଭୋଇଙ୍କୁ ନେଇ ରଶ୍ମିତାଙ୍କର ସଂସାର l ହେଲେ…

ଜଗତସିଂହପୁର ଜିଲ୍ଲାରେ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମର ଶୁଭ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଜଗତସିଂହପୁର/ପାରାଦ୍ଵୀପ, ତା 13.03.24 ରିଖ: ତୃଣମୂଳ ସ୍ତରର କ୍ରୀଡ଼ାକୁ ପ୍ରୋତ୍ସାହନ ପାଇଁ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ୧୨ ଟି ଜିଲ୍ଲାର ୨୬ଟି ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ର ଶୁଭାରମ୍ଭ କରିଛନ୍ତି।ଏହି କ୍ରମରେ ଜଗତସିଂହପୁର ଜିଲ୍ଲାର…

ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ “ମୋ ସ୍କୁଲ ଉତ୍ସବ” କାର୍ଯ୍ୟକ୍ରମ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ "ମୋ ସ୍କୁଲ ଉତ୍ସବ" ସଫଳତାର ସହ ଆୟୋଜିତ ହୋଇଯାଇଛି। ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷା ଶ୍ରୀମତୀ ଅମ୍ବିକା ଦେବୀଙ୍କ ତତ୍ତ୍ବାବଧାନରେ ସଭା ପରିଚାଳିତ ହୋଇଥିଲା। ଏହି…

ମହାନଗର ନିଗମ, ମ୍ୟୁନିସିପାଲିଟି ଓ ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର…

ମୃତ୍ୟୁ ଏବଂ ଅକ୍ଷମତା କ୍ଷେତ୍ରରେ ମିଳିବ ଅନୁକମ୍ପା ସହାୟତା ଭୁବନେଶ୍ବର,: ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ ଓ ଭତ୍ତାରେ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ…

ପଦ୍ମ ବିଜେତାଙ୍କୁ ମାସକୁ ଦିଆଯିବ ୨୫ ହଜାର ଟଙ୍କା ସମ୍ମାନ ରାଶି : ଅପ୍ରେଲ ୨୦୨୪ରୁ ପ୍ରଦାନ କରାଯିବ

 ଭୁବନେଶ୍ବର: ,ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି…

ଆଉ 22ଟି ନୂଆ ଏନଏସି

ଭଞ୍ଜନଗର ଏନଏସି ମୁନିସିପାଲିଟି କୁ ଉନ୍ନୀତ ହେଲା.     ଭୁବନେଶ୍ବର,:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର 13ଟି ଜିଲ୍ଲାରେ 22ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମ ର ଭଞ୍ଜନଗର ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି। …

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କିମ୍‍ସ କଲରାବାଙ୍କ ଗ୍ରାମାଞ୍ଚଳ ହସ୍‍ପିଟାଲ୍‍ ଓ କଲରାବାଙ୍କ ସ୍ମାର୍ଟ ଗ୍ରାମ ଲୋକାର୍ପଣ

କଲରାବାଙ୍କ,୧୨ ।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଲରାବାଙ୍କଠାରେ ନବନିର୍ମିତ କିମ୍‍ସ କଲରାବାଙ୍କ ଗ୍ରାମାଞ୍ଚଳ ହସପିଟାଲର ଉଦ୍‍ଘାଟନ କରିବା ସହ କଲରାବାଙ୍କ ସ୍ମାର୍ଟ ଗ୍ରାମର ଲୋକାର୍ପଣ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଲେ, ନିଜ…

କୃଷି କ୍ଷେତ୍ରରେ ଉପୁଜୁଥିବା ସମସ୍ୟାର ଦୀର୍ଘସ୍ଥାୟୀ ସମାଧାନର ଆବଶ୍ୟକତା ରହିଛି: ଓୟୁଏଟି କୁଳପତି

ଭୁବନେଶ୍ୱର, ମାର୍ଚ୍ଚ ୧୨: କୃଷି କ୍ଷେତ୍ରରେ ଉପୁଜୁଥିବା ସମସ୍ୟାକୁ ସାମ୍ନାକୁ ଆଣି ଏହାର ଦୀର୍ଘସ୍ଥାୟୀ ସମାଧାନର ବାଟ ବାହାର କରିବାର ସମୟ ଆସିଛି ବୋଲି ମଙ୍ଗଳବାର କହିଛନ୍ତି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)…