ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସ୍ୱାସ୍ଥ୍ୟ ବୀମା ରାଶି ପରିମାଣ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ଗୁରୁତର ରୋଗ କ୍ଷେତ୍ରରେ ଅତିରିକ୍ତ ୫ ଲକ୍ଷ ଟଙ୍କା ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ବ୍ୟବସ୍ଥା, ପ୍ରତିଥର ପାଇଁ ୫୦ ହଜାର ଟଙ୍କା…

କେନ୍ଦ୍ରମନ୍ତ୍ରୀଙ୍କ ପତ୍ର ପରେ ସମ୍ବଲପୁର ଜାତୀୟ ରାଜପଥ ପ୍ରକଳ୍ପ ପାଇଁ କେନ୍ଦ୍ରର ଅର୍ଥ ମଞ୍ଜୁର

୩୭୪ କୋଟି ଟଙ୍କା ବ୍ୟୟରେ ଅଇଁଠାପାଲିରେ ପ୍ରସ୍ତାବିତ ଫ୍ଲାଏଓଭର ସହ ଏନଏଚ୍-୫୩ରେ ଓଭର ବ୍ରିଜ୍ ପ୍ରକଳ୍ପ ଯାତାୟତକୁ ସୁଗମ କରିବ - ଧର୍ମେନ୍ଦ୍ର ପ୍ରଧାନ • ଗତ ବର୍ଷ ନଭେମ୍ବର ୨୮ରେ ଏ ନେଇ ପତ୍ର ଜରିଆରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀଙ୍କ ଦୃଷ୍ଟିଗୋଚର କରିଥିଲେ…

ଓଡ଼ିଆ ଅସ୍ମିତାର ପରିଚୟ ହିଁ ଶାସ୍ତ୍ରୀୟ ଦିବସ ଉତ୍କଳ ସମ୍ମିଳନୀ ପକ୍ଷରୁ ଶାସ୍ତ୍ରୀୟ ଦିବସ ପାଳିତ

ରାଉରକେଲା, (ବସନ୍ତ କୁମାର ଜେନା) : ଓଡ଼ିଆ ଭାଷା ପାଇଁ ଓଡିଶା ରାଜ୍ଯ ଗଠିତ ହୋଇଛି I ଭାଷା ହୀନ ଜାତି ବର୍ବର ସଦୃଶ l ଏଣୁ ଓଡ଼ିଆ ଭାଷା ଓ ଜାତିର ଉନ୍ନତି ପାଇଁ ସମସ୍ତ ଓଡ଼ିଶାବାସୀ ଆଗେଇ ଆସିବାକୁ ଉତ୍କଳ ସମ୍ମିଳନୀ ରାଉରକେଲା ଶାଖା ପକ୍ଷରୁ ଆୟୋଜିତ ଶାସ୍ତ୍ରୀୟ ଭାଷା ଦିବସ ପାଳନ ଅବସରରେ…

ଭିନ୍ନକ୍ଷମ ମାନଙ୍କ ମୌଳିକ ଅଧିକାର ପାଇଁ ଦିନିକିଆ କର୍ମଶାଳା

ରାଉରକେଲା, (ବସନ୍ତ କୁମାର ଜେନା): ଭିନ୍ନକ୍ଷମ ମାନଙ୍କ ପାଇଁ ସମର୍ପିତ ସହରର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଶ୍ରଦ୍ଧା ଆନୁକୁଲ୍ୟରେ ଓ ଟାଟା ପାୱାର ପଶ୍ଚିମାଞ୍ଚଳ ଶାଖା ସହାୟତାରେ ଏକ ଦିବସୀୟ " ଭିନ୍ନକ୍ଷମ ଙ୍କ ମୌଳିକ ଅଧିକାର ପାଇଁ ପକ୍ଷ ସମର୍ଥନ" କର୍ମଶାଳା ଝିରପାଣି ପଞ୍ଚାୟତ ସମିତି…

ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ଦିବସ ପାଳନ

ରାଉରକେଲା, (ବସନ୍ତ କୁମାର ଜେନା):ପ୍ରଗତି ଉତ୍କଳ ସଂଘ ଏବଂ ଓଡ଼ିଆ ଭାଷା ବିକାଶ ମଞ୍ଚର ମିଳିତ ଆନୁକୂଲ୍ୟରେ ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ଦିବସ ଏବଂ କାବ୍ୟ ସନ୍ଧ୍ୟା ପ୍ରଶାନ୍ତ କୁମାର ପତିଙ୍କ ଅଧ୍ୟକ୍ଷତାରେ ପ୍ରଗତି ଉତ୍କଳ ସଂଘ ସଭାଗୃହରେ ଅନୁଷ୍ଠିତ ହୋଇ ଯାଇଅଛି।ମୁଖ୍ୟ ଅତିଥି ରୂପେ…

ଅଧ୍ୟକ୍ଷ ଭାବେ ଦାୟିତ୍ଵ ନେଲେ ଡ଼ଃ ବିଭୁ ରଞ୍ଜନ ପଟ୍ଟନାୟକ

ରାଉରକେଲା, (ବସନ୍ତ କୁମାର ଜେନା): ରାଉରକେଲା ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବେ ଡ ବିଭୁ ରଞ୍ଜନ ପଟ୍ଟନାୟକ ଦାୟିତ୍ଵ ଗ୍ରହଣ କରିଛନ୍ତି। ମହାବିଦ୍ୟାଳୟ ପରିସରରେ ଏକ ନିରାଡ଼ମ୍ବର କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ଅଧ୍ୟକ୍ଷା ଦାୟିତ୍ଵ ରେ ଥିବା ଡ଼ ସମ୍ପାଦିକା ମହାନ୍ତି ଡ ପଟ୍ଟନାୟକଙ୍କୁ…

ଗମନାଗମନ ସୁବିଧା ପାଇଁ ସୁକରପଡ଼ାରେ ନୂତନ ସେତୁ ଶିଳାନ୍ୟାସ କଲେ ବିଧାୟକ ପ୍ରତାପ ଜେନା l

(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ) ନିଶ୍ଚିନ୍ତକୋଇଲି ବ୍ଲକ ସୁକରପଡ଼ା ନିକଟରେ ମୁଖ୍ୟଅତିଥି ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଦ୍ଵାରା ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ବାରା ୨ କୋଟି ୧୫ଲକ୍ଷ ଟଙ୍କାରେ ନିର୍ମିତ ହେବାକୁ ଯାଉଥିବା ସୁକରପଡ଼ା ଠାରୁ ପ୍ରହରାଜପୁର…

ହେମଗିର ବ୍ଲକ ପରିସର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ବସନ୍ତ କୁମାର ଜେନା): ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ହେମଗିର ବ୍ଲକ ପରିସର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଏବଂ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଦୁଃଖବନ୍ଧୁ ନାୟକ ଉପସ୍ଥିତ…

ବଡ଼କ୍ଷୀର ପଞ୍ଚାୟତ ଗୋପପୁର ଠାରେ ପାନୀୟଜଳ ପ୍ରକଳ୍ପ ଉଦ୍‌ଘାଟନ କଲେ ବିଧାୟକ ପ୍ରତାପ ଜେନା l

 (ନିଶ୍ଚିନ୍ତକୋଇଲି - ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଳକ ବଡ଼କ୍ଷୀର ପଞ୍ଚାୟତ ଗୋପପୁର ଗ୍ରାମରେ ଦେଢ ଲକ୍ଷ ବିଶିଷ୍ଟ ଉଚ୍ଚ ପାଣି ଟାଙ୍କି ଉଦ୍‌ଘାଟିତ ହୋଇଯାଇଛି । ସରପଞ୍ଚ ହିମାଂଶୁ ନାରାୟଣ ମଲ୍ଲଙ୍କ ସଂଯୋଜନାରେ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା…

ନଵ ନିର୍ମିତ ସଭାଗୃହ ଉଦଘାଟିତ

ରାଉରକେଲା:(ବସନ୍ତ କୁମାର ଜେନା): ମାନ୍ୟବର ରାଜ୍ଯ ଶ୍ରମ ଓ କର୍ମଚାରୀ ବୀମା ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ସାରଦା ପ୍ରସାଦ ନାୟକ ଆଜି ଯୁଗ୍ମ ଶ୍ରମ ଆୟୁକ୍ତ କାର୍ଯ୍ୟାଳୟ ରେ ନଵ ନିର୍ମିତ  ସଭାଗୃହ କମ୍ପୁ୍୍ଯଟର ରୁମ ଓ ବିଶ୍ରାମ କକ୍ଷର ଉଦଘାଟନ କରିଛନ୍ତି ା  ଏହି ଅବସରରେ ଶ୍ରମ ଆୟୁକ୍ତ ଅମ୍ରିତ…