ବିଜେପି ଛାଡି ବିଜେଡିରେ ଯୋଗ ଦେଲେ ବ୍ଲକ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ
ସେମାନଙ୍କ ସହ ଯୋଗ ଦେଲେ ୨୨ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟ
ଭୁବନେଶ୍ୱର:କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କୋକସରା ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ, ୨୨ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟମାନଙ୍କ ସହ ଧର୍ମଗଡ଼ ଓ କଲ୍ୟାଣପୁର ବ୍ଲକର ଶତାଧିକ କଂଗ୍ରେସ ଓ ବିଜେପି…