ସମ୍ବଲପୁର ଓ ବ୍ରହ୍ମପୁରରେ ‘ମୋ ବସ୍’ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କମ୍‌ ଖର୍ଚ୍ଚରେ ନିରାପଦ ଯାତ୍ରା ଯୋଗାଇଦେବା ମୋ ବସ ସେବାର ଲକ୍ଷ୍ୟ ଆଗକୁ ରାଜ୍ୟର ସବୁ ସହରରେ ମୋ ବସ୍‌ ସେବା ସୁବିଧା ମିଳିବ ଉତ୍ତମ ଯୋଗାଯୋଗ ସମୃଦ୍ଧ ଭବିଷ୍ୟତର ଆଧାର - ମୁଖ୍ୟମନ୍ତ୍ରୀ ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ବଲପୁର ଓ…

ପ୍ରଗତି ମହିଳା ସଙ୍ଗଠନ ଓ ଗଜପତି ଜିଲ୍ଲା ବିକାଶ ସୁରକ୍ଷା ମଞ୍ଚ ମିଳିତ ଆନୁକୁଲ୍ୟରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

https://youtu.be/5qPHGdPszLs ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ପ୍ରଗତି ମହିଳା ସଙ୍ଗଠନ ଓ ଗଜପତି ଜିଲ୍ଲା ବିକାଶ ସୁରକ୍ଷା ମଞ୍ଚ ମିଳିତ ଆନୁକୁଲ୍ୟରେ ପାରଳାଖେମୁଣ୍ଡି ସ୍ଥିତ ୟୁଟେକ୍ କମ୍ପ୍ୟୁଟର ଶିକ୍ଷା କେନ୍ଦ୍ର ପରିସରରେ ଆନ୍ତର୍ଜାତିକ ମହିଳା ଦିବସ…

ମହା ଶିବରାତ୍ରି ଉପଲକ୍ଷେ ସମସ୍ତ ଶୈବପୀଠ ଚଳଚଞ୍ଚଳରେ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଶିବରାତ୍ରୀ ପାଇଁ ଚଳଚଞ୍ଚଳ ହୋଇ ପଡ଼ିଛି ରାୟଗଡ଼ା ଜିଲ୍ଲାର ବିଭିନ୍ନ ପ୍ରସିଦ୍ଧ ଶୈବପୀଠ। ବିଭିନ୍ନ ଶୈବପୀଠରେ ମନ୍ଦିର ପରିଚାଳନା କମିଟି ଓ ସ୍ଥାନୀୟ ପ୍ରଶାସନ ସହଯୋଗରେ ଶ୍ରଦ୍ଧାଳୁ ତଥା ଭକ୍ତମାନେ ମହାଦେବଙ୍କ ପୂଜାର୍ଚ୍ଚନା ଓ ଦର୍ଶନ ପାଇଁ…

ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଜଣେ ମୃତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର କୃଷି ବିଭାଗର କାର୍ଯ୍ୟାଳୟ ନିକଟରେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲେ, ଦୁଇ ଜଣ ସାଙ୍ଗ ଗଛରେ ପିଟି ହୋଇ ଜଣକର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଲକ୍ ଅନ୍ତର୍ଗତ ଲକ୍ଷ୍ମୀପୁର ପଞ୍ଚାୟତର ପିଙ୍କୁ…

ଶିକ୍ଷକ ମହାସଂଘ ପକ୍ଷରୁ ସହିଦ ଦିବସ ପାଳନ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଗତ ୧୯୭୮ ମସିହା ମାର୍ଚ୍ଚ ୯ ତାରିଖରେ ଭୁବନେଶ୍ୱରଠାରେ ଶିକ୍ଷକମାନଙ୍କ ବିଭିନ୍ନ ଦାବି ନେଇ ଶିକ୍ଷକ ମହାସଂଘର ଆନ୍ଦୋଳନ ଡାକରା ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲାରୁ ବିଭିନ୍ନ ବର୍ଗର ଶିକ୍ଷକମାନେ ଆନ୍ଦୋଳନରେ ସାମିଲ ହେବାକୁ ବସ ଯୋଗେ ଯାଉଥିବା ବେଳେ ଖୋର୍ଦ୍ଧା…

ବରପଡା ସୋମନାଥ ପୀଠରେ ମହାଶିବରାତ୍ରିରେ ଭକ୍ତମାନଙ୍କ ସମାଗମ l

(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ସମଗ୍ର ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଆନନ୍ଦ ଉଲ୍ଲାସର ସହିତ ମହାଦେବଙ୍କ ପୀଠ ରେ ଜାଗର ଯାତ୍ରା ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ନିଶ୍ଚିନ୍ତକୋଇଲି ବ୍ଲକ ପ୍ରସିଦ୍ଧ ବୁହାଳୋ ପଞ୍ଚାୟତ ବରପଡା ସ୍ଥିତ ସୋମନାଥ ଙ୍କ ପୀଠରେ ଶିବରାତ୍ରି ଉପଲକ୍ଷେ…

ମହା ଶିବରାତ୍ରି ଉପଲକ୍ଷେ ଶୈବପୀଠ ଚଳଚଞ୍ଚଳ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )- ଶୁକ୍ରବାର ପବିତ୍ର ମହା ଶିବରାତ୍ରି ଉପଲକ୍ଷେ ବେଲଗୁଣ୍ଠା ବ୍ଳକ୍ ର ବିଭିନ୍ନ ଶୈବ ପୀଠ ଚଳଚଞ୍ଚଳ ହେବା ସହିତ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଥିଲା I ବ୍ଳକ୍ ର ଗାଙ୍ଗପୁର ସ୍ଥିତ ଶ୍ରୀ ଶ୍ରୀ ସ୍ଵପ୍ନେଶ୍ଵର ମନ୍ଦିର, ବୋରୀର ସିଦ୍ଧେଶ୍ଵର ମନ୍ଦିର,…

ମହାଶିବରାତ୍ରୀ ଉପଲକ୍ଷେ ବୃକ୍ଷ ରୋପଣ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ଆଜି ପବିତ୍ର ମହାଶିବରାତ୍ରୀ ପାଳନ ଅବସରରେ ନେଟଙ୍ଗା ଶ୍ରୀ ଶ୍ରୀ ଗୁପ୍ତେଶ୍ୱର ସ୍ଵାମୀ ମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ନେଟଙ୍ଗା ସବୁଜ ବାହିନୀ ଙ୍କ ମିଳିତ ସହଯୋଗରେ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନେଟଙ୍ଗା ଶ୍ରୀ ଶ୍ରୀ…

ମହିଳା ସଙ୍ଗଠନ”ଆକାଂକ୍ଷା” ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ମହାସମାରୋହରେ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭା ଗୃହ ଠାରେ ଅଗ୍ରଣୀ ମହିଳା ସଙ୍ଗଠନ "ଆକାଂକ୍ଷା"ର ସଭାନେତ୍ରୀ ଶ୍ରୀମତୀ ଆଶାଲତା ପାଣିଗ୍ରାହୀ ଙ୍କ ସଭାପତିତ୍ୱରେ ଆନ୍ତର୍ଜାତିକ ମହିଳା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଉକ୍ତ ସଭାରେ…

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟ ଠାରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଡାକ୍ତର ପ୍ରମୋଦ ପଣ୍ଡା ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ "ନାରୀର ସଶକ୍ତିକରଣ ସ୍ୱାସ୍ଥ୍ୟ ସେବାରେ…