ମହା ଶିବରାତ୍ରୀ ରେ କେଲିଆ ବାବା ଝାଡେଶ୍ୱର ଙ୍କୁ ଦର୍ଶନ କରିବାକୁ ଯାଇ ବାଇକ୍ ଦୁର୍ଘଟଣା ରେ ଦୁଇ ଶିଶୁ ଆହତ ଜଣେ…

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୦୮/୦୩/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅନ୍ତର୍ଗତ ପ୍ରସିଦ୍ଧ କେଲିଆ ବାବା ଝାଡେଶ୍ୱର ମନ୍ଦିର ଦର୍ଶନ କରିବାକୁ ଆସିବା ସମୟରେ ମୁଣ୍ଡା ପଦର ବୁଲାଣି ନିକଟରେ ବାଇକ୍ ଦୁର୍ଘଟଣା ଯୋଗୁଁ ଦୁଇ ଶିଶୁ ଆହତ ହେବା ସହ ଜଣେ ଗୁରୁତର ହୋଇଛନ୍ତି।…

କେଲିଆ ର ପ୍ରସିଦ୍ଧ ବାବା ଝାଡେଶ୍ୱର ଶୈବ ପୀଠରେ ମହା ଶିବରାତ୍ରି ପାଳିତ, ୨୦ ହଜାର ଭକ୍ତଙ୍କ ସମାଗମ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୦୮/୦୩/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ କେଲିଆ ଶୈବ ପୀଠରେ ମହା ଶିବରାତ୍ରି ଜାଗର ଉତ୍ସବ ମହା ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ବାବା ଝାଡେଶ୍ୱର ମନ୍ଦିର ରେ ସ୍ଵତନ୍ତ୍ର ରୀତିନୀତି ଅନୁଯାୟୀ ପୂଜା କରାଯାଇଥିବା…

ମହେନ୍ଦ୍ରଗିରି ସମେତ ଜିଲ୍ଲାର ବିଭିନ୍ନ ଶିବାଳୟରେ ମହାଶିବରାତ୍ରୀ ଓ ଜାଗର ଦୀପଯାତ୍ରା

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡିଶା ଆନ୍ଧ୍ର ସୀମାନ୍ତରେ ଥିବା ପୁରାଣ ପ୍ରସିଦ୍ଧ ଶୈବପୀଠ ମହେନ୍ଦ୍ରଗିରି ଶିଖର ସମେତ ପାରଳାଖେମୁଣ୍ଡି ସହର ଓ ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ଥିବା ଶିବାଳୟ ଗୁଡିକରେ ଗତ ଦୁଇଦିନ ଧରି ମହାଶିବରାତ୍ରୀ ଓ ମହାଜାଗର ଦୀପ ଯାତ୍ରା ମହାସମାରୋହରେ…

ଡ଼ଙ୍ଗରମୁଣ୍ଡା ରେ ନାବାର୍ଡ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

ଗାଇସିଲାଟ/ମନ ଡନସନା- ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ କଟାବାହାଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରମୁଣ୍ଡା ଗ୍ରାମରେ ଅନ୍ତର୍ଜାତୀୟ ମହିଳା ଦିବସ ୨୦୨୪ ପାଳିତ ହୋଇଯାଇଛି l ନାବାର୍ଡ ସହାୟତା ରେ ଦେବଦତ୍ତ କ୍ଲବ ତରଫରୁ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଗାଇସିଲେଟ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇଂରାଜୀ ସାହିତ୍ୟରେ ଗବେଷଣା କରି ଶିକ୍ଷକକ ଡକ୍ଟରେଟ ଉପାଧି ଲାଭ।

ବରଗଡ:- ବରଗଡ଼ ଜିଲ୍ଲା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମ୍ବନ୍ଧ ଅନନ୍ୟ। ତାଙ୍କ ଅଜା ସ୍ଵର୍ଗତ ଲକ୍ଷ୍ମୀ ନାରାୟଣ ପଟ୍ଟନାୟକ ( ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ବାପା, ) ବରଗଡ଼ରେ କୋର୍ଟ ମୁନସଫ୍ ଭାବରେ କାର୍ଯ୍ୟ କରିଥିଲେ।ଏହି କ୍ରମରେ , ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ଼…

ଆଇଆଇଟି ଇନ୍ଦୋରର ନବସୃଜନ, ପ୍ରଯୁକ୍ତିବିଦ୍ୟା ଓ ଉଦ୍ୟମିତା ଅନୁଭୂତିମୂଳକ ଶିକ୍ଷା କେନ୍ଦ୍ର ଉଦଘାଟିତ

ଉଦ୍ଭାବନ ଏବଂ ପ୍ରଯୁକ୍ତିବିଦ୍ୟାକୁ ଅଧିକ ପ୍ରୋତ୍ସାହନ ମିଳିବ - ଧର୍ମେନ୍ଦ୍ର ପ୍ରଧାନ • ଭିସି ଯୋଗେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ଶିକ୍ଷା କେନ୍ଦ୍ରକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ • ଉଜ୍ଜୈନରେ ଆଇଆଇଟି ଇନ୍ଦୋର ଦ୍ୱାରା ସ୍ଥାପିତ ଲାବ୍ରୋଟୋରୀ ଆଧୁନିକ…

ବିଭିନ୍ନ ବିଭାଗରେ ନିଯୁକ୍ତ ହେବେ ୧୨୯୪ ଅଧିକାରୀ

▪️ ନବ ନିଯୁକ୍ତ କର୍ମଚାରୀଙ୍କୁ ଦିଗଦର୍ଶନ ଦେବେ ମୁଖ୍ୟମନ୍ତ୍ରୀ ▪️ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୭୨୫ ଜଣ କନିଷ୍ଠ ସହାୟକଙ୍କୁ ନିଯୁକ୍ତି ଭୁବନେଶ୍ବର, ୮/୩: ଆସନ୍ତାକାଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ…

ଗୁଡୁଙ୍ଗାମାଲ ଆଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଗୁଡ଼ଭେଲା: ବଲାଙ୍ଗୀର ଜିଲ୍ଲା ଗୁଡ଼ଭେଲା ବ୍ଲକ୍ ଅନ୍ତର୍ଗତ ସରକାରୀ ଆଶ୍ରମ ବିଦ୍ୟାଳୟ ଗୁଡୁଙ୍ଗାମାଲ୍ ଠାରେ ବାର୍ଷିକ ଉତ୍ସବ-୨୦୨୪ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓମ୍ ପ୍ରକାଶ ଧାରୁଆଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବରେ ଘୁନା ଆଞ୍ଚଳିକ ସାଧନ…

କିଟରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଭୁବନେଶ୍ୱର, ୭ା୩: କିଟ ଓ କିସ୍‍ ପକ୍ଷରୁ ଗୁରୁବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ଏଥିରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ କିଟ୍‍ ଶିକ୍ଷାନୁଷ୍ଠାନ ସମୂହ ଓ କିସ୍‍ର ମହିଳା କର୍ମଚାରୀମାନଙ୍କୁ ସମ୍ବୋଧିତ କରିଥିଲେ । ଶ୍ରୀ ସାମନ୍ତ…

ପିଆରଏସଆଇ ଭୁବନେଶ୍ୱର ପକ୍ଷରୁ ‘ଯୋଗାଯୋଗ କ୍ଷେତ୍ରରେ ମହିଳାମାନଙ୍କ ସଫଳତା’ ଶୀର୍ଷକ ଆଲୋଚନାଚକ୍ର

ଭୁବନେଶ୍ୱର, ୦୭/୦୨/୨୦୨୪: ଆନ୍ତର୍ଜାତୀୟ ମହିଳା ଦିବସ ୨୦୨୪ ର ଅବ୍ୟବିହିତ ପୂର୍ବରୁ ପବ୍ଲିକ ରିଲେସନ ସୋସାଇଟି ଅଫ୍ ଇଣ୍ଡିଆ (ପିଆରଏସଆଇ) ର ଭୁବନେଶ୍ୱର ଶାଖା ପକ୍ଷରୁ ଯୋଗାଯୋଗ କ୍ଷେତ୍ରରେ ମହିଳାମାନଙ୍କ ସଫଳତା ଶୀର୍ଷକରେ ଏକ ରାଉଣ୍ଡ ଟେବୁଲ୍ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଚଳିତ…