ସ୍ୱେଚ୍ଛାକୃତ ରକ୍ତଦାନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ସମ୍ମାନିତ ହେଲା ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟ
ସାମାଜିକ ଦାୟିତ୍ଵ ବୋଧ ସହ ଛାତ୍ରଛାତ୍ରୀ ମାନଙ୍କୁ ଇଚ୍ଛା ଶକ୍ତି ଓ ସେବା ମନବୃତି ଯୋଗୁଁ ସମ୍ଭବ ହୋଇପାରୁଛି।
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି- ସ୍ଥାନୀୟ ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟ ସ୍ୱେଚ୍ଛାକୃତ ରକ୍ତଦାନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ଯୋଗୁଁ ଆଜି ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ…