ଭୁବନେଶ୍ୱର ଗୋଠପାଟଣାଠାରେ ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୧୦୦ କୋଟି ଟଙ୍କା

ଆଦିବାସୀ କଳା, ସଂସ୍କୃତି ଓ ବିକାଶର ବିଚାରବିମର୍ଶ, ବୈଠକ, ସମ୍ମିଳନୀ ଓ ପ୍ରଦର୍ଶନ ପାଇଁ ଏହି ଭବନ ଏକ ବହୁମୁଖୀ କେନ୍ଦ୍ର ଭାବେ ପରିଗଣିତ ହେବ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀର ଗୋଠପାଟଣାଠାରେ ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ…

ସ୍ଵର୍ଗତ ପ୍ରେମାନନ୍ଦ ସିଂ ବରିହା ଓ ସ୍ଵର୍ଗତ ବିଜୟ ରଞ୍ଜନ ସିଂ ବରିହା ସ୍ମାରକୀ ରାତ୍ରୀକାଳୀନ କ୍ରିକେଟ୍…

ପଦ୍ମପୁର :- ସ୍ଥାନୀୟ ରାଜ ବୋଡ଼ାସମ୍ବର ହାଇସ୍କୁଲ ପଡିଆ ରେ ପୂର୍ବତନ ମନ୍ତ୍ରୀ ସ୍ଵର୍ଗତ ବିଜୟ ରଞ୍ଜନ ସିଂ ବରିହା ତାଙ୍କ ବାପା ସ୍ଵର୍ଗତ ପ୍ରେମାନନ୍ଦ ସିଂ ବରିହା ଙ୍କ ସ୍ମୃତି ରେ ରାତ୍ରୀକାଳୀନ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇଯାଇଛି l ନେହରୁ ସ୍ପୋର୍ଟିଂ ତରଫରୁ ଆୟୋଜିତ ଏହି…

ଉତ୍ତର ପ୍ରଦେଶ ନିର୍ବାଚନ କୋର କମିଟି ବୈଠକ; ଲକ୍ଷ୍ନୌ ଗସ୍ତରେ ବୈଜୟନ୍ତ ପଣ୍ଡା

https://youtu.be/WoFsGXMIRuM ଭୁବନେଶ୍ବର, ୦୬।୦୩- ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଏବଂ ଉତ୍ତର ପ୍ରଦେଶ ନିର୍ବାଚନ ପ୍ରଭାରୀ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଉତ୍ତର ପ୍ରଦେଶର ଅବଶିଷ୍ଟ ୨୮ଟି ଲୋକସଭା ଆସନରେ ପ୍ରାର୍ଥୀ ତାଲିକା ଚୁଡାନ୍ତ କରିବା ପାଇଁ ରାଷ୍ଟ୍ରୀୟ ଅଧ୍ୟକ୍ଷ…

ଶ୍ରୀ ଏମ କେ ବେହେରା ପୂର୍ବତଟ ରେଳପଥର ନୂତନ ଅତିରିକ୍ତ ମହାପ୍ରବନ୍ଧକ |

 ଭୁବନେଶ୍ୱର : : ଭାରତୀୟ ରେଳ ଇଞ୍ଜିନିୟର୍ସ ସେବା (ଆଇଆରଏସଇ) ର ଅଧିକାରୀ ଶ୍ରୀ ମହେଶ କୁମାର ବେହେରା ପୂର୍ବ ତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଭାବରେ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି | ଏହାପୂର୍ବରୁ ସେ ଭୁବନେଶ୍ୱରରେ ପୂର୍ବତଟ ରେଳପଥର ମୁଖ୍ୟ ଯୋଜନା ଏବଂ ଡିଜାଇନ ଇଞ୍ଜିନିୟର ଭାବରେ…

ଜନ ସମ୍ପର୍କ ସହ -ମହାପ୍ରବନ୍ଧକ ପିତାମ୍ବର ବେହେରାଙ୍କ ସଫଳତାର ଜୟଯାତ୍ରା

ରାୟଗଡା : ସମସ୍ତ ଜନ ସମ୍ପର୍କ ଓ ବାହ୍ୟ ବ୍ୟାପାର ବିଭାଗର ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ ହୋଇଥାଏ l ଏହିଭଳି ଦାଇତ୍ୱ ସମ୍ପନ୍ନ ପଦର ଅଧିକାରୀ ହେଉଛନ୍ତି ପିତାମ୍ବର ବେହେରା l ବର୍ତ୍ତମାନ ରାୟଗଡା ଜିଲ୍ଲା କାଶୀପୁର ବ୍ଲକର ଟିକିରି ଠାରେ ଥିବା ଆଦିତ୍ୟ ବିର୍ଲା ଗ୍ରୁପ (ହିଣ୍ଡାଲକୋ)…

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ଗାଁର ସବୁ ଲୋକ ଏହି ସୁବିଧା ପାଇବେ:  ମୁଖ୍ୟମନ୍ତ୍ରୀ 5T ଉପକ୍ରମରେ ଆରମ୍ଭ, ମେ ପହିଲାରୁ ମିଳିବ ଚିକିତ୍ସା ସୁବିଧା BSKY ପରି ମା’ମାନଙ୍କ ପାଇଁ ୧୦ ଲକ୍ଷ, ପରିବାରର ଅନ୍ୟ ସଦସ୍ୟଙ୍କ ପାଇଁ ୫ ଲକ୍ଷ ଟଙ୍କା…

ଜିଲ୍ଲାସ୍ତରୀୟ ଉଦ୍ୟୋଗୀ ଦିବସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସ୍ତରୀୟ ଉଦ୍ୟୋଗୀ ଦିବସ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଶିଳ୍ପ କେନ୍ଦ୍ର ସଂସ୍ଥା ସମ୍ମିଳନୀ କକ୍ଷ ଠାରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଯୋଗଦେଇଥିବା…

ବେଲଗୁଣ୍ଠାରେ ବିଜୁ ଜୟନ୍ତୀ ପାଳିତ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ଆଜି ବିଜୁ ଜୟନ୍ତୀ ଅବସରରେ ସକାଳ ଆଠ ଘଣ୍ଟା ତିରିଶି ମିନଟ୍ ସମୟରେ ବେଲଗୁଣ୍ଠା ନଗରପାଳ ଫିରୋଜ କୁମାର ସେଠୀଙ୍କ ନେତୃତ୍ୱରେ ସମସ୍ତ କାଉନସିଲର୍, ବରିଷ୍ଠ ବିଜେଡ଼ି ନେତା ଏବଂ କର୍ମୀ ଆସି ଲକ୍ଷ୍ମୀ ନୃସିଂହ କଲ୍ୟାଣ ମଣ୍ଡପ ପରିସରରେ ଥିବା ବିଜୁ ବାବୁଙ୍କ…

ଗୁଣପୁର ଠାରେ ଓଡ଼ିଶାର ବରପୁତ୍ର ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୮ ତମ ଜନ୍ମ ଜୟନ୍ତୀ ଅନୁଷ୍ଠିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି :  ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆଧୁନିକ ଓଡ଼ିଶାର ସୁକ୍ଷ୍ମ କାରିଗର ବିଜୁ ପଟ୍ଟନାୟକଙ୍କ ଜନ୍ମ ଦିନ । ଯାହାଙ୍କର ଅନେକ ନାଁ, ବିଜୟାନନ୍ଦ ପଟ୍ଟନାୟକ , ବିଜୁ ପଟ୍ଟନାୟକ , କଳିଙ୍ଗଵୀର , ଆଧୁନିକ ଖାରବେଳ , ଇଣ୍ଡୋନେସିଆର ଭୂମିପୁତ୍ର କିନ୍ତୁ ସବୁରି…

ଡ଼ଃ ଗୁରୁମୂର୍ତ୍ତି ନାୟକଙ୍କ ସ୍ମୃତିଚାରଣ ସଭା

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )- ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଡ଼ଃ ଗୁରୁମୂର୍ତ୍ତି ନାୟକଙ୍କ ଏକାଦଶାହ ଦିବସରେ ସ୍ମୃତିଚାରଣ ସଭା ଅଧ୍ୟକ୍ଷ ଅଜିତ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଆ ଅଧ୍ୟାପକ ଡ଼ଃ ଗୁରୁମୂର୍ତ୍ତି ନାୟକ ମହାବିଦ୍ୟାଳୟର ପୂର୍ବତନ…