ଟାଟାଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ବିଶ୍ୱ ଶିଶୁଶ୍ରମିକ ନିରୋଧ ଦିବସ ପାଳିତ
ସମାଜକୁ ଶିଶୁଶ୍ରମିକ ମୁକ୍ତ କରିବା ପାଇଁ ଟାଟାଷ୍ଟିଲ ଫାଉଣ୍ଡେସନ ଓ ଜିଲ୍ଲା ପ୍ରଶାସନ ପ୍ରତିଶ୍ରୁତି ବଦ୍ଧ
ଜୁନ୍ ୧୨, କଳିଙ୍ଗନଗର: ଟାଟାଷ୍ଟିଲ ଫାଉଣ୍ଡେସନର ରିସ୍ତା ପ୍ରୋଜେକ୍ଟ ପକ୍ଷରୁ ଯାଜପୁର ଜିଲ୍ଲା ଶିଶୁସୁରକ୍ଷା ୟୁନିଟ୍ (ଡିସିପିୟୁ), ଯାଜପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ…