ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପ୍ରଶାସନିକ ପ୍ରସ୍ତୁତି ସଂପର୍କରେ ରାଜ୍ୟସ୍ତରୀୟ…
ଭୁବନେଶ୍ୱର : ଭାରତର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କର ଆାଗାମୀ ମାର୍ଚ୍ଚ ୫ ତାରିଖରେ ଓଡିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ସେଦିନ ମାନ୍ୟବର ପ୍ରଧାନମନ୍ତ୍ରୀ ତେଲେଙ୍ଗାନା ରାଜ୍ୟରୁ କାର୍ଯ୍ୟକ୍ରମ ସାରି ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଅପରାହ୍ଣରେ ଭୁବନେଶ୍ୱର ବିମାନ…