ପଦ୍ମପୁର ଡ଼ିଗ୍ରୀ ମହାବିଦ୍ୟାଳୟରେ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ
ପଦ୍ମପୁର:- ସ୍ଥାନୀୟ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟରେ ଆତ୍ମ ସୁରକ୍ଷା କ୍ଳବ୍ ଗଠନ କରାଯାଇ ଅଧ୍ୟକ୍ଷା ଶ୍ରୀମତୀ କଳ୍ପନା ରାଣୀ ନାଥଙ୍କ ସଭାପତିତ୍ବରେ ଆତ୍ମସୁରକ୍ଷା ଶିବିର ଉଦ୍ଘାଟିତ ହେଲା। ଏହି କାର୍ଯ୍ୟକ୍ରମକୁ ନୋଡାଲ ଅଫିସର ଡ଼. ଚନ୍ଦ୍ରିକା ଭୋଇ ଓ ସହ ସଂଯୋଜିକା ସୁଶ୍ରୀ ସଂଗୀତା…