ମାର୍ଚ୍ଚ ୩ରେ ନୟାଗଡ଼ ସାହିତ୍ୟ ଉତ୍ସବ, ପ୍ରସ୍ତୁତି ବୈଠକରେ ରୂପରେଖ ପ୍ରସ୍ତୁତ
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଓଡ଼ିଆ ମିଡିଆ ପ୍ରାଇଭେଟ୍ ଲିମିଟେଡ୍ ଆନୁକୂଲ୍ୟରେ ଆୟୋଜିତ ହେଉଛି ଜିଲ୍ଲାର ସର୍ବବୃହତ୍ ସାରସ୍ୱତ ସମାବେଶ ତୃତୀୟ ନୟାଗଡ଼ ସାହିତ୍ୟ ଉତ୍ସବ। ଆଜି ଅପରାହ୍ଣରେ ସ୍ଥାନୀୟ ସିନ୍ଦୁରିଆ ବିଦ୍ୟାଳୟ ପ୍ରାଙ୍ଗଣରେ ଏ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିବାବେଳେ…