ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଜନ୍ମ ଉତ୍ସବ ପାଳିତ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ସୁତୁମୁସର ରୋଡ଼୍ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଜନ୍ମ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି I ଅନୁଷ୍ଠାନ ସଭାପତି ଭି ଦେବୀ ପ୍ରସାଦ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ…

ନିଶ୍ଚିନ୍ତକୋଇଲି ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

 ଵିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଧାୟକ ପ୍ରତାପ ଜେନା ଙ୍କୁ କୃତଜ୍ଞତା ଜଣାଇଲେ ଗ୍ରାମବାସୀ l (ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପରିଷଦ ସଭ୍ୟ…

ସାନ୍ତପୁର ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

 ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଧାୟକ ଚନ୍ଦ୍ରସାରଥୀ ବେହେରା ଙ୍କୁ କୃତଜ୍ଞତା ଜଣାଇଲେ ପଞ୍ଚାୟତବାସୀ l  (ନିଶ୍ଚିନ୍ତକୋଇଲି- ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଳକ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାନ୍ତପୁର ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସମାଜସେବୀ…

ସରସ୍ଵତୀ ଶିଶୁ ଵିଦ୍ୟା ମନ୍ଦିରରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ଯଥାରୀତି ପାଳିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:  ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଗୁଣପୁରରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ଯଥାରୀତି ପାଳନ ହୋଇଯାଇଛି। ଇତ୍ୟବସରରେ ସ୍ଥାନୀୟ ଅଞ୍ଚଳର ଜଣେ ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ଶ୍ରୀ ସୀମାଞ୍ଚଳ କର ମୁଖ୍ୟ ବକ୍ତା ଭାବେ ଯୋଗଦେଇ ମାତୃଭାଷାର ଆବଶ୍ୟକତା ଓ…

ଜନବିରୋଧି ପ୍ରଦୀପ ପାଣିଗ୍ରାହୀଙ୍କୁ କୋଳେଇ ନିଜର ଅସଲ ଚେହେରା ଦେଖାଇଲା ବିଜେପି: ବିଜେଡି

 ଠକେଇ ପାଇଁ ବିଜେଡିରୁ ତଡା ଖାଇଛନ୍ତି ପ୍ରଦୀପ ପାଣିଗ୍ରାହୀ  ମିଶ୍ରଣ ପର୍ବରୁ ଦୂରେଇ ରହିଲେ ଧର୍ମେନ୍ଦ୍ର ପ୍ରଧାନ  ରାଜନାଥ ସିଂହ ବି ମିଶ୍ରଣ ପାଇଁ ରାଜି ହେଲେନାହିଁ  ନିଜ ନିର୍ବାଚନମଣ୍ଡଳୀ ଲୋକଙ୍କୁ ଠକିଥିବା ନେତା ଏବେ ବିଜେପିର ଗେହ୍ଲାପୁଅ  ଠକେଇ…

ବିଜେପିରେ ଯୋଗ ଦେଲେ ବିଜେଡି ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଓଡିଶାରେ ଛାୟା ସରକାରର ଶାସନ ଚାଲିଛି ଏବଂ ଏହା ବିତାଡିତ ହେବା ଜରୁରୀ : ପ୍ରଦୀପ ପାଣିଗ୍ରାହୀ  ମୋଦି ସରକାର ଏବଂ ମୋଦି ଗ୍ୟାରେଂଟି ଉପରେ ଓଡିଶାବାସୀଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି  ଓଡ଼ିଶାରେ ଅନ୍ଧ, ମୂକ, ବଧିର, ଗର୍ବୀ, ଅହଙ୍କାରୀ ସରକାରକୁ ହଟାଇବା ଜରୁରୀ…

‘ମୋ ସ୍କୁଲ’ର ୪୬ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ

▪ ‘ମୋ ସ୍କୁଲ’ ଜରିଆରେ ୮ଲକ୍ଷ ୩୧ହଜାରରୁ ଅଧିକ ପୁରାତନ ଛାତ୍ରଛାତ୍ରୀ ସଂଯୋଗ ▪ ସମସ୍ତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଯୋଡ଼ିହେବ ୨୮୩୭ଟି ନୂଆ ସ୍ମାର୍ଟ ଶ୍ରେଣୀଗୃହ ▪୩୧ କୋଟି ୮୧ଲକ୍ଷ ୫୯ ହଜାରରୁ ଅଧିକ ଟଙ୍କାର ୧୫୮୯ଟି ପ୍ରକଳ୍ପକୁ ଅନୁମୋଦନ ଭୁବନେଶ୍ୱର, ୨୨/୨: ଉଚ୍ଚ…

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର

ନବରଙ୍ଗପୁର, ୨୧/୦୨, ଅଶୋକ ସାହୁ ଶାସକ ପ୍ରଶାସକ.: ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ବଡୋଦାଇଭଟ୍ଟା ଉଚ ପ୍ରାଥମିକ ବିଦ୍ୟାଳୟରେ ସ୍ଥାଇ ଲୋକ ଅଦାଲତ ଏବଂ ପ୍ରବାସୀ ଶ୍ରମିକ ଙ୍କ ନିମନ୍ତେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠୀତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା…

ବ୍ଲକ ସ୍ତରୀୟ ବିପର୍ଯ୍ୟୟ ପରିଚାଳନା କର୍ମଶାଳା,

ନବରଙ୍ଗପୁର/ଅଶୋକ ସାହୁ, ଶାସକ ପ୍ରଶାସକ.: ନବରଙ୍ଗପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବ୍ଲକ ସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଓ ପ୍ରସ୍ତୁତି ସମ୍ପର୍କରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା l ନବରଙ୍ଗପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡଃ ସୁନୀଲ ଖୋରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…

ଜଗତସିଂହପୁର ଠାରେ ଖାଦ୍ୟସୁରକ୍ଷା ହିଟଧିକାରୀଙ୍କ ପରିବାରକୁ ଜୀବିକା ସହାୟତା ରାଶି ପ୍ରଦାନର ଶୁଭାରମ୍ଭ

ଜଗତସିଂହପୁର,ତା-୨୧.୦୨.୨୦୨୪/ସୁମନ୍ତ କୁମାର ଦାସ: ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ଦୈନନ୍ଦିନ ଜୀବନରେ ବ୍ୟବହୃତ ହେଉଥିବା ଅତ୍ୟାବଶ୍ୟକୀୟ ସାମଗ୍ରୀ କ୍ରୟ କରିବାରେ ସହାୟକ ହେବା ନିମନ୍ତେ ନବୀନ ଓଡିଶା ସର୍ବଦା ସଂକଳ୍ପ ବଦ୍ଧ। ଏହି ଅବସରରେ ଆଜି ଜଗତସିଂହପୁର ମୁନିସିପାଲିଟି ଅନ୍ତର୍ଗତ…