ନିଶ୍ଚିନ୍ତକୋଇଲି ବ୍ଳକରେ ଜିଲ୍ଲା ସ୍ତରୀୟ କ୍ଷୁଦ୍ର ନିଯୁକ୍ତି ମେଳା ଅନୁଷ୍ଠିତ l

ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ):ଜିଲ୍ଲା ପ୍ରଶାସନ ପକ୍ଷରୁ ନିଶ୍ଚିନ୍ତକୋଇଲି ବ୍ଲକ ପରିସରରେ ଏକ ଜିଲ୍ଲାସ୍ତରୀୟ କ୍ଷୁଦ୍ର ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି l ଆୟୋଜିତ ମେଳାରେ ବିଭିନ୍ନ ବିଭାଗର ୪୨ ଗୋଟି ପ୍ରକୋଷ୍ଠ ଖୋଲାଯାଇଥିଲା l ଏଥିରେ ସମୁଦାୟ ୫୦୩ ଜଣ ଆଶାୟୀ ପ୍ରାର୍ଥୀ…

ବେଳଖଣ୍ଡି ଗ୍ରାମ ପଞ୍ଚାୟତ ଠାରେ ପଞ୍ଚାୟତ ସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା ସଚ଼େତନତା ଶିବିର

ଭବାନୀପାଟଣା: ରୋହିତ କୁମାର ନାଏକ (ଶାସକ ପ୍ରଶାସକ )କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ବେଲଖଣ୍ଡି ଗ୍ରାମ ପଞ୍ଚାୟତ ଠାରେ ଆଜି ଆମ ଓଡିଶା ନବୀନ ଓଡିଶା ଓ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ରାଜ୍ୟ ସରକାରଙ୍କ ଜନକଲ୍ୟାଣ କାରୀ ଯୋଜନା ଗୁଡ଼ିକ ଲୋକମାନଙ୍କ ପାଖରେ ପହଞ୍ଚେଇବା ଏବଂ…

ଓଡ଼ିଶାର ସମୃଦ୍ଧ ସ୍ୱଦେଶୀ କଳାକୁ ନେଇ ଆନନ୍ଦ ଉଲ୍ଲାସ ମନାଇବାକୁ ଉତ୍କଳ ଆଲୁମିନାରେ ‘ଆମ ନୃତ୍ୟ ଆମ ସଂସ୍କୃତି’ ଆୟୋଜିତ

କାଶୀପୁର ରୁ ବୈକୁଣ୍ଠ ଦୁରିଆ : ଆଦିତ୍ୟ ବିର୍ଲା ଗ୍ରୁପ୍‍ର ହିଣ୍ଡାଲ୍‍କୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ଏକ ସହଯୋଗୀ କମ୍ପାନୀ ଉତ୍କଳ ଆଲୁମିନା ଇଣ୍ଟରନ୍ୟାସନାଲ ଲିମିଟେଡ ଆଦିବାସୀ ଲୋକନୃତ୍ୟ ‘ଧିମ୍‍ସା’ର ସଂରକ୍ଷଣ ଏବଂ ତାହାକୁ ପ୍ରୋତ୍ସାହିତ କରିବା ନିମନ୍ତେ ପ୍ରତିବଦ୍ଧ ରହିଛି । ଚଳିତ ଫେବୃଆରୀ…

କଳାହାଣ୍ଡି ଜିଲ୍ଲା ରେ ୫ଟି ଉପକ୍ରମ ରେ “ଆମ ହସ୍ପିଟାଲ” ଯୋଜନା: ମୂଖ୍ୟମନ୍ତ୍ରୀଙ୍କ ଦ୍ବାରା ଲୋକାର୍ପଣ

ଭବାନୀପାଟଣା(ଶାସକ ପ୍ରଶାସକ) ତା ୧୭.୨.୨୦୨୪: ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ୪.୩୦ ମି ସମୟରେ "ଆମ ହସ୍ପିଟାଲ "ଯୋଜନାରେ କଳାହାଣ୍ଡି ଜିଲ୍ଲା କୁ ସାମିଲ କରି ଜିଲ୍ଲାର ସ୍ୱାସ୍ଥ୍ୟ ବ୍ୟବସ୍ଥା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛନ୍ତି। " ଆମ ହସ୍ପିଟାଲ…

ମୁଖ୍ୟମନ୍ତ୍ରୀ ଙ୍କ କରକମଳରେ ରାୟଗଡ଼ ଜିଲ୍ଲା ର ତିନୋଟି ଆମ ହସପିଟାଲ ଲୋକାର୍ପିତ

 ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ-ରାୟଗଡ଼ , ଉପଖଣ୍ଡ ଚିକିତ୍ସାଳୟ-ଗୁଣୁପୁର ଏବଂ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ମୁନିଗୁଡାର ଆମ ହସ୍ପିଟାଲ ପ୍ରକଳ୍ପ ଜରିଆରେ ରୁପାନ୍ତରିତ ରାୟଗଡ଼ - 5T ଉପକ୍ରମରେ "ଆମ ହସ୍ପିଟାଲ" ଯୋଜନାରେ ଆଜି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ…

ବେଲଗୁଣ୍ଠାରେ ଅଷ୍ଟମ ମାସିକ କ୍ଳଷ୍ଟର୍ ସ୍ତରୀୟ ବୈଠକ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଆଜି ବେଲଗୁଣ୍ଠା ବ୍ଳକ୍ ର ସମସ୍ତ ଏଗାରଟି ଆଞ୍ଚଳିକ ସାଧନ କେନ୍ଦ୍ରରେ ସିଆରସିସି ମାନଙ୍କ ଅଧ୍ୟକ୍ଷତାରେ ପ୍ରଧାନ ଶିକ୍ଷକ/ ଶିକ୍ଷୟିତ୍ରୀ ଏବଂ ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ…

ମୁଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କଲେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଙ୍ଘ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ପାଞ୍ଚ ଦଫା ଦାବି ନେଇ ଆଜି ରାଜ୍ୟ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘର ଆହ୍ୱାନ କ୍ରମେ ବେଲଗୁଣ୍ଠା ବ୍ଳକ୍ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ତରଫରୁ ମଧ୍ୟ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶାନ୍ତି ପୂର୍ଣ୍ଣ ଧାରଣା…

କେନ୍ଦ୍ରାପଡାରେ ଦିବାରାତ୍ର ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ : ପ୍ରଥମ ସେମି ଫାଇନାଲରେ କେନ୍ଦ୍ରାପଡାର ଚାନ୍ଦ କ୍ଲବ

ବରଗଡର ୟୁନାଇଟେଡ ସ୍ପୋର୍ଟସ କ୍ଲବକୁ ୨- ୦ଗୋଲରେ ହରାଇଲା କେନ୍ଦ୍ରାପଡା(ସତ୍ୟ ରଞ୍ଜନ ପଣ୍ଡା): ଫକିରାବାଦର ଆଜାଦ କ୍ଲବ ଆନୁକୂଲ୍ୟରେ ଆଜି ଅପରାହ୍ନରେ କେନ୍ଦ୍ରାପଡା ହାଇସ୍କୁଲ ଖେଳପଡିଆରେ ଅନୁଷ୍ଠିତ ସର୍ବଭାରତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ପ୍ରଥମ ସେମି ଫାଇନାଲ ମ୍ୟାଚ୍…

ଫେବୃୟାରୀ ୨୭ରେ କଂଗ୍ରେସର ‘ମାଟି ପାଇଁ ଜେଲ୍ ଚାଲ’

କେନ୍ଦ୍ରାପଡା(ସତ୍ୟ ରଞ୍ଜନ ପଣ୍ଡା): ଆଜି ଗରାପୁର କଂଗ୍ରେସ କାର୍ଯ୍ୟାଳୟଠାରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରାପଡା ବ୍ଲକ ଓ ନଗର କଂଗ୍ରେସ ତରଫରୁ ବିଧାନସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଏକ ସଭା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ…

ଗୁଲନଗର ଗ୍ରାମରେ ଶାରଳା ମେଳା

କେନ୍ଦ୍ରାପଡା(ସତ୍ୟ ରଞ୍ଜନ ପଣ୍ଡା ): କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତ ବୁଢାଗୋବିନ୍ଦ ମନ୍ଦିର ପରିସରରେ ଦେବାଶିଷ କୁବେରଙ୍କ ତତ୍ୱାବଧାନରେ ଅଷ୍ଟାଦଶତମ ବାର୍ଷିକ ଶାରଳା ମେଳା ଅନୁଷ୍ଠିତ ହୋଯାଇଛି । ଗତ ଗୁରୁବାର ଦିନ ସକାଳେ ମା ଶାରଳାଙ୍କ ପାଖକୁ ଶ୍ରୀ କୁବେର ଯାଇ ଆଜ୍ଞାମାଳ…