ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ ଗଜପତି ଜିଲ୍ଲା ଗ୍ରସ୍ତରେ ଆସି ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ସମୀକ୍ଷା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାରେ ଦିନିକିଆ ଗସ୍ତ ଅବସରରେ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡ଼ିକ ସମୀକ୍ଷା କରିଛନ୍ତି ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ବ୍ରହ୍ମପୁର ଶ୍ରୀଯୁକ୍ତ ରଞ୍ଜନ କୁମାର ଦାସ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ…