ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟରେ ଭାଷାବିତ୍ ପ୍ରୟାଗଦତ୍ତ ଜୋଷୀଙ୍କ ଜୟନ୍ତୀ ସମାରୋହ ଅନୁଷ୍ଠିତ
ଭୁବନେଶ୍ବର:ଓଡ଼ିଆ ଭାଷା ପ୍ରତିଷ୍ଠାନ ଓ ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ଭାଷାବିତ୍ ସ୍ବର୍ଗତଃ ପ୍ରୟାଗଦତ୍ତ ଜୋଷୀଙ୍କ ଜୟନ୍ତୀ ପାଳିତ ହୋଇଛି । ଏହି ଜୟନ୍ତୀ ସମାରୋହ ଅବସରରେ ଏକ ଆଲୋଚନା ଚକ୍ର ମଧ୍ୟ ଅନୁଷ୍ଠିତ ହୋଇଥିଲା ।
ବିଶ୍ବବିଦ୍ୟାଳୟର କୁଳପତି…