ଆସ୍କା ଓ କନ୍ଧମାଳ ଲୋକସଭା ନିର୍ବାଚନ ମଣ୍ଡଳୀରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର
ଭଞ୍ଜନଗର, ସାନଖେମୁଣ୍ଡି, ପୋଲସରା ଓ ସୋରଡାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗିଲେ ଭୋଟ
ବିରୋଧୀ ଦଳକୁ ତୀବ୍ର ସମାଲୋଚନା, ସେମାନେ ଶାସକ ଦଳର ବିରୋଧୀ ନୁହନ୍ତି, ବିକାଶ ବିରୋଧୀ
ଓଡିଶାର ସବୁ ବିକାଶ କାମକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା,…