କନ୍ଧମାଳ ସାଂସଦ ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପ୍ରାର୍ଥୀପତ୍ର ଦାଖଲ
୧୫ ହଜାରରୁ ଊର୍ଦ୍ଧ୍ବ ଜନ ସମାଗମ
ଫୁଲବାଣୀ: କନ୍ଧମାଳ ଲୋକସଭା ନିର୍ବାଚନମଣ୍ଡଳୀର ବିଜେଡ଼ି ସାଂସଦ ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ଗୁରୁବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଆଜି ପୂର୍ବାହ୍ନ ୯.୩୦ ମିନିଟରେ ଶ୍ରୀ ସାମନ୍ତ ଫୁଲବାଣୀ ସହର ମାଦିକୁନ୍ଦା ଛକ ନିକଟରୁ ଏକ ବିଶାଳ ଶୋଭାଯାତ୍ରାରେ…