ସମ୍ବଲପୁରର ପୂର୍ବତନ ବିଧାୟିକା ଡା.ରାସେଶ୍ୱରୀ ପାଣିଗ୍ରାହୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ୍ କଲେ କେନ୍ଦ୍ରମନ୍ତ୍ରୀ
ସମ୍ବଲପୁର ଲୋକସଭା ପ୍ରାର୍ଥୀ ଭାବରେ ଡା.ରାସେଶ୍ୱରୀ ପାଣିଗ୍ରାହୀଙ୍କ ଆଶୀର୍ବାଦ ନେଲେ କେନ୍ଦ୍ରମନ୍ତ୍ରୀ
ସମ୍ବଲପୁର, ଏପ୍ରିଲ ୨୮ - ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ପ୍ରତିଷ୍ଠିତ ଚିକିତ୍ସିକ ଡା.ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ରବିବାର ତାଙ୍କ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରିବା ସହ…