ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଇକନିକ୍ ଓଡିଶା ଆଦର୍ଶ ବିଦ୍ୟାଳୟ ଉଦ୍ଘାଟିତ
ପଚିଶ ଏକର ପରିମିତ କ୍ୟାମ୍ପସ ରେ ପଢ଼ିବେ ୧୦୦୦ ରୁ ଅଧିକ ଉଚ ମାଧ୍ୟମିକ ଛାତ୍ର ଛାତ୍ରୀ
ଖର୍ଚ୍ଚ ହୋଇଛି ୧୦୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କା
ବର୍ତ୍ତମାନ ସୁଦ୍ଧା ୩୧୫ଟି ଆଦର୍ଶ ବିଦ୍ୟାଳୟ ସ୍ଥାପିତ
ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର…