ବିଜେଡି ବିଧାୟକ ପ୍ରାର୍ଥୀ ରଘୁନାଥ ଗମାଙ୍ଗ ନାମାଙ୍କନ ପତ୍ର ଦାଖଲ କଲେ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ରାୟଗଡା ଜିଲ୍ଲା ଗୁଣୁପୁର ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡ଼ି ପକ୍ଷରୁ ପ୍ରାର୍ଥୀ ଭାବେ ରଘୁନାଥ ଗମାଙ୍ଗ ନିଜର ନାମାଙ୍କନ ପତ୍ର ଗୁଣୁପୁର ଉପଜିଲ୍ଲାପାଳ ଙ୍କ ନିକଟରେ ଦାଖଲ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଗୁଣୁପୁର ବିଜେଡ଼ି ର ବିଧାୟକ ପ୍ରାର୍ଥୀ…