ବିପିଏନଏସଆଇ ଏବଂ ଆଇ ଆଇ ଏସ୍ ଏସ୍ ଏସ୍ ସି ମଧ୍ଯ ରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଭୁବନେଶ୍ୱର -ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନସ୍ଥ ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନ ଏବଂ ଦକ୍ଷତା, ବିକାଶ, ଉଦ୍ଯମତା ମନ୍ତ୍ରଣାଳୟ ଅଧୀନସ୍ଥ ଭାରତୀୟ ଲୌହ ଏବଂ ଇସ୍ପାତ କ୍ଷେତ୍ରିୟ ଦକ୍ଷତା ପରିଷଦ ମଧ୍ଯରେ ଏପ୍ରିଲ ୨୩ ତାରିଖରେ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଯାଇଛି।…