୨୦୨୩-୨୪ ଆର୍ଥିକ ବର୍ଷରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ନେଟ ଲାଭ ୭.୩ ପ୍ରତିଶତ ବୃଦ୍ଧି ସହ ୭୯୦୨୦ କୋଟି ଟଙ୍କା
ଭୁବନେଶ୍ୱର: ଦେଶର ସର୍ବବୃହତ ଘରୋଇ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ଼ ପକ୍ଷରୁ ଆଜି ୨୦୨୩-୨୪ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସ ତଥା ସମ୍ପୂର୍ଣ୍ଣ ଆର୍ଥିକ ବର୍ଷର ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ୨୦୨୩-୨୪ ଆର୍ଥିକ ବର୍ଷରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ନେଟ ଲାଭ ୭.୩ ପ୍ରତିଶତ…