ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ. ସଦାଶିବ ତ୍ରିପାଠୀଙ୍କ ଜନ୍ମ ଜୟନ୍ତୀ ପାଳିତ
ରାୟଗଡ/୨୧/୦୪- ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ. ସଦାଶିବ ତ୍ରିପାଠୀଙ୍କ ଜନ୍ମ ଜୟନ୍ତୀ ଆଜି ସ୍ଥାନୀୟ ଜିଲ୍ଲା ସଂସ୍କୃତି ଭବନ ଠାରେ ପାଳିତ ହୋଇ ଯାଇଛି । ଉପ-ଜିଲ୍ଲାପାଳ କଲ୍ୟାଣୀ ସଙ୍ଘମିତ୍ରା ଦେଵୀଙ୍କ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସ୍ୱର୍ଗତ ଶ୍ରୀ ତ୍ରିପାଠୀଙ୍କ ଫୋଟ…