ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ୨୨୩ ପଞ୍ଜିକୃତଙ୍କ ମଧ୍ୟରୁ ୧୦୩ ଜଣଙ୍କ ଅସ୍ଥିଶଲ୍ୟ ପରୀକ୍ଷା,
ଓଡ଼ଗାଁ, ୮।୯(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର-୨୦୨୬ ଅନୁଷ୍ଠିତ ହୋଇଯାଇଛି। ବ୍ଲକ୍ ଅଧ୍ୟକ୍ଷ ଲୋକନାଥ ସାହୁ ଶିବିରକୁ ଉଦ୍ଘାଟନ କରିଥିଲେ। ଏଥିରେ ବିଡିଓ ପ୍ରୀତିବାଳା!-->!-->!-->!-->!-->…