ଜିଲ୍ଲାସ୍ତରୀୟ ମାର୍କେଟିଙ୍ଗ କର୍ମଶାଳା ଓ କ୍ରେତା ବିକ୍ରେତା ସମ୍ମିଳନୀ -୨୦୨୪

ଜଗତସିଂହପୁର,ତା-୩୧.୦୧.୨୦୨୪/ସୁମନ୍ତ କୁମାର ଦାସ: ଗତକାଲି ଜଗତସିଂହପୁର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ରବି ନାରାୟଣ ଜେଠୀ ଙ୍କ ଅଧ୍ୟକ୍ଷତାରେ ଓର୍ମାସ୍ ଦ୍ୱାରା ପ୍ରୋତ୍ସାହିତ ଜିଲ୍ଲାସ୍ତରୀୟ ମାର୍କେଟିଂ କର୍ମଶାଳା ଓ…

ବାଲ୍ୟବିବାହ ବନ୍ଦ କଲା ଗଜପତି ଜିଲ୍ଲା ପ୍ରଶାସନ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଖାଣ୍ଡବା ଗ୍ରାମରେ ଆଗାମୀ ଦିନରେ ହେବାକୁ ଥିବା ତିନୋଟି ବାଲ୍ୟବିବାହକୁ ବନ୍ଦ କଲା ଜିଲ୍ଲା ପ୍ରଶାସନ। ଉକ୍ତ ବାଲ୍ୟ ବିବାହ ସମ୍ପର୍କରେ ବିଶ୍ବସ୍ଥ ସୂତ୍ରରୁ କାଶୀନଗର ବାଲ୍ୟବିବାହ ନିଷେଧ ଅଧିକାରିଣୀ…

ଅଞ୍ଚଳ ମହାବିଦ୍ୟାଳୟ ରେ “ନୂଆ ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା” ର ଉଦଯାପନୀ ଉତ୍ସବ

ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ରେ ନୂଆ ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ର ଉଦଯାପନୀ ଉତ୍ସବ ଅଧ୍ୟକ୍ଷ ଶ୍ରୀ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଅଛି। ନିଜ ଅଭିଭାଷଣ ରେ ଶ୍ରୀ ପଣ୍ଡା ଜିଲ୍ଲା ସ୍ତ୍ରରରେ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ…

ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା ଶିବିର ଉଦ୍‌ଘାଟିତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଲକ୍ଷ୍ୟ କଥା କମ ଵିକାଶ ବେଶୀ - ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରତାପ ଜେନା l (ମାହାଙ୍ଗା - ଶାସକ ପ୍ରଶାସକ): ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମାହାଙ୍ଗା ବ୍ଲକରେ ସରକାରଙ୍କ ପକ୍ଷରୁ ଆୟୋଜନ କରାଯାଇଥିବା ଆମ ଓଡ଼ିଶା ନ‌ବୀନ ଓଡ଼ିଶାର…

ଜୟ ବଜରଙ୍ଗ ବାଲି କ୍ରିକେଟ କ୍ଲବ ପକ୍ଷରୁ ଚତୁର୍ଥ ବାର୍ଷିକ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ।

କେନ୍ଦ୍ରାପଡା: (ଶାସକ ପ୍ରଶାସକ) ପ୍ରଫୁଲ୍ଲ କୁମାର ମଲ୍ଲ ଜୟ ବଜରଙ୍ଗ ବାଲି କ୍ରିକେଟ କ୍ଲବ ନୋଳସାହି ଆନୁକୂଲ୍ୟରେ ଆଜି ଚତୁର୍ଥ ବାର୍ଷିକ କ୍ରିକେଟ ଟୁର୍ନାମେଣ୍ଟର ଅନ୍ତିମ କ୍ବାଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି ।ଏହି କ୍ବାଟର ଫାଇନାଲ ମ୍ୟାଚରେ ଜଗନ୍ନାଥ କ୍ରିକେଟ କ୍ଳବ ଭଦ୍ରକ ସହିତ…

ବୈଶ୍ୟ କୁଳ ଦେବୀ ମା କନ୍ୟକା ପରମେଶ୍ବରୀଙ୍କ ମନ୍ଦିରର 25 ତମ ବାର୍ଷିକୀ ଉତ୍ସବ ।

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ବୈଶ୍ୟ ସଂଘ ପକ୍ଷରୁ ଗୁଣପୁରରେ ପ୍ରତିଷ୍ଠିତ ଶ୍ରୀ କନ୍ୟକା ପରମେଶ୍ଵରୀ ଙ୍କ ମନ୍ଦିରର 25 ତମ ବାର୍ଷିକୀ ଉତ୍ସବ ଆଜି ଅନୁଷ୍ଠିତ ହୋଇ ଯାଇଛି । ଏ ଅବସରରେ ସକାଳ ସମୟରୁ ଦିନ ତମାମ ପଞ୍ଚାମୃତ ସ୍ନାନ, ଅଭିଷେକ , କୁଙ୍କୁମ ପୂଜା , ହୋମ ଆଦି ଅନୁଷ୍ଠିତ କରାଇ…

ସମଗ୍ର ଶିକ୍ଷା ଆନୁକୂଲ୍ୟରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳନ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ସମଗ୍ର ଶିକ୍ଷା,ନୟାଗଡ଼ ଆନୁକୂଲ୍ୟରେ ଜାତୀୟ କନ୍ୟା ସନ୍ତାନ ଦିବସ ସ୍ଥାନୀୟ କେସି କ୍ଲବ ସମ୍ମିଳନୀ କକ୍ଷରେ ମହା ସମାରୋହରେ ପାଳିତ ହୋଇଯାଇଛି। ସମଗ୍ର ଶିକ୍ଷା ଜିଲ୍ଲା ପ୍ରକଳ୍ପ ସଂଯୋଜକା ରାଜଶ୍ରୀ ପଟ୍ଟନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ…

ଫେବ୍ରୁଆରୀ ୧୮ରେ ସିନ୍ଦୁରିଆ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସଵ

ନୟାଗଡ଼,(ଲକ୍ଷ୍ମୀଧର ସାହୁ):ସିନ୍ଦୁରିଆ ଉଚ୍ଚ ବିଦ୍ୟାଳୟଟି ପ୍ରାଥମିକ ବିଦ୍ୟାଳୟରୁ ଉଚ୍ଚ ବିଦ୍ୟାଳୟର ମାନ୍ୟତା ପାଇବା ପରେ ରାଜ୍ୟ ସରକାର ତଥା ଜିଲ୍ଲା ପ୍ରଶାସନ ଏହାକୁ 5T ଅଧୀନରେ ରୂପାନ୍ତରିଣ କାର୍ଯ୍ୟ କରି ଏହାର ଭିତ୍ତିଭୂମିରେ ଆମୂଳଚୂଳ ପରିବର୍ତ୍ତନ କରିଛନ୍ତି l ଅଦ୍ୟାବଧି ବିଦ୍ୟାଳୟର…

କନ୍ଦାଗାଡ ଗ୍ରାମପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ଗସଚେତନତା ଶିବିର

ଗାଇସିଲେଟ/ମନ ଡ଼ନସନା: ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପ୍ରୟାସ ଜାରି ରହିଛି ।  ଆମ ଓଡିଶା ନବୀନ ଓଡିଶା ଯୋଜନା ମାଧ୍ୟମରେ ପଞ୍ଚାୟତସ୍ତରରେ ବିକାଶ ନିମନ୍ତେ ବିଭିନ୍ନ କ୍ଷେତ୍ରରେ ଅନୁଦାନ ପ୍ରଦାନ କରାଯାଉଛି । ଏଭଳି ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶଧାରା…

ଆମ ଓଡ଼ିଶା ନବୀନ ଓଡ଼ିଶା ଗ୍ରାମପଞ୍ଚାୟତ ସ୍ତରୀୟ ସଚେତନତା ଶିବିର

ଗାଇସିଲେଟ/ମନ ଡ଼ନସନା: ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପ୍ରୟାସ ଜାରି ରହିଛି ।  ଆମ ଓଡିଶା ନବୀନ ଓଡିଶା ଯୋଜନା ମାଧ୍ୟମରେ ପଞ୍ଚାୟତସ୍ତରରେ ବିକାଶ ନିମନ୍ତେ ବିଭିନ୍ନ କ୍ଷେତ୍ରରେ ଅନୁଦାନ ପ୍ରଦାନ କରାଯାଉଛି । ଏଭଳି ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶଧାରା…