ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ
https://youtu.be/hV0QMvaMvt8
ବରଗଡ଼ : -ରବି ଋତୁ ୨୦୨୩-୨୪ ଧାନ ସଂଗ୍ରହ ନିମନ୍ତେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଡ଼ି.ଆର.ଡ଼ି.ଏ ସଭା ଗୃହଠାରେ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ସାଧାରଣ ନିର୍ବାଚନ ନିମନ୍ତେ ଆଦର୍ଶ ଆଚରଣ…