ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଅଜୟଗଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ…

ମାଧ୍ୟମିକ ବର୍ଗରେ ବେଲଗୁଣ୍ଠାର ଚାରି ଶିକ୍ଷକ ଏବଂ ଘୂ. ନୂଆଁ ଗାଁ ଉଚ୍ଚ ବିଦ୍ୟାଳୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର…

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ଶିକ୍ଷା ସହିତ ସମ୍ପର୍କିତ ବ୍ୟକ୍ତିବିଶେଷ ଏବଂ ବିଦ୍ୟାଳୟ ଗୁଡ଼ିକୁ ଉତ୍ସାହିତ କରିବା ପାଇଁ ରାଜ୍ୟ ସରକାର ମୁଖ୍ୟ ମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ ପାଇଁ ବିଜ୍ଞାପନ ପ୍ରକାଶ କରିଥିଲେ I ଏହି କ୍ରମରେ ଆଜି ମାଧ୍ୟମିକ ବିଦ୍ୟାଳୟ ଗୁଡ଼ିକ ପାଇଁ ରାଜ୍ୟ ସ୍ତର…

ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ “ନୂଆ – ଓ” ଭଞ୍ଜ ସାହିତ୍ୟ ଆଲୋଚନା ଚକ୍ର…

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ ))-,ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରୀୟବରପୂର ସ୍ଥିତ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ "ନୂଆ - ଓ" ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଆନୁକୁଲ୍ୟରେ " ଭଞ୍ଜ ସାହିତ୍ୟରେ ଓଡ଼ିଆ ସଂସ୍କୃତି " ଶୀର୍ଷକ ଆଲୋଚନା ଚକ୍ର ହୋଇଯାଇଛି । ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ…

ଦେବୀପ୍ରସାଦ ହେଲେ ଭଏସ ଅଫ ନୟାଗଡ଼ ବିଜେତା

ନୟାଗଡ,(ଲକ୍ଷ୍ମୀଧର ସାହୁ): ନୟାଗଡର ଯୁବ କଣ୍ଠଶିଳ୍ପୀମାନଙ୍କୁ ନେଇ ନୟାଗଡ଼ କ୍ଳବ ତରଫରୁ ଆୟୋଜିତ ଭଏସ୍ ଅଫ୍ ନୟାଗଡ଼ ଚତୁର୍ଥ ସିଜିନର ଫାଇନାଲ୍ ପ୍ରତିଯୋଗିତା ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି।ଗତ ଏକମାସ ଧରି ନୟାଗଡ଼ର ବିଭିନ୍ନ ବ୍ଲକ ମଧ୍ୟରେ ସଂଗୀତ…

ଅଞ୍ଚଳ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମର ଉଦଯାପନୀ ଉତ୍ସବ ଅନୁଷ୍ଠିତ l

ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ର ସମ୍ମେଳନ ପ୍ରକୋଷ୍ଠ ରେ ଛାତ୍ରୀ ମାନଙ୍କ ପାଇଁ ଆତ୍ମ ସୁରକ୍ଷା ତାଲିମ ର ଉଦଯାପନୀ ଉତ୍ସବ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଅଛି। ଏହି କାର୍ଯ୍ଯକ୍ରମ ଟି ଗତ ଜାନୁଆରୀ ୧୨ ତାରିଖ ରୁ ୨୯ ତାରିଖ…

ନୟାଗଡ଼ରେ ମାର୍ଚ୍ଚ ୧ରୁ ୭ ଯାଏଁ ଚତୁର୍ଥ ରାଜ୍ୟସ୍ତରୀୟ ନାଟ୍ୟମେଳା

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା'ନାଟ୍ୟଧାରା' ଏବଂ ଜିଲ୍ଲା ସଂସ୍କୃତି ପରିଷଦଙ୍କ ମିଳିତ ଆନୁକୁଲ୍ୟରେ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ୧ ମାର୍ଚ୍ଚ ୨୦୨୪ ଠାରୁ ୦୭ ମାର୍ଚ୍ଚ ଯାଏଁ ଦୀର୍ଘ ସାତ ଦିନ ବ୍ୟାପି ରାଜ୍ୟ ସ୍ତରୀୟ ନାଟ୍ୟମେଳା' ପଠାଣି ସାମନ୍ତ…

ପାଇକମାଳ ହାଇସ୍କୁଲ ରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ମନୋନୀତ ବିଜେତାଙ୍କୁ ସମ୍ବର୍ଦ୍ଧନା l

ପାଇକମାଳ :- ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରେକ୍ଷାଳୟ ରେ ପାଇକମାଳ ବ୍ଲକ ର ସମସ୍ତ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିଜେତାଙ୍କୁ ଗୋଷ୍ଠୀ କାର୍ଯ୍ୟାଳୟ ତରଫରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି l ବି.ଇ.ଓ ଚୂଡ଼ାମଣି ବାରିକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ସଭାରେ ବି.ଡି.ଓ ପ୍ରଫୁଲ୍ଲ…

ଶଙ୍ଖ ଫୁଙ୍କିଲେ ବାପି ଓ ଦୈତାରୀ : ବିଜେଡ଼ିରେ ମିଶିଲେ ଯାତ୍ରା କଳାକାର

ଭୁବନେଶ୍ୱର, ୨୯/୦୧/୨୦୨୪:ଯାତ୍ରା ଜଗତର ଖ୍ୟାତନାମା କଳାକାରମାନେ ଆଜି ଶଙ୍ଖଭବନ ଠାରେ ବରିଷ୍ଠ ବିଜେଡ଼ି ଉପସଭାପତି ତଥା ବଡ଼ମ୍ବା ବିଧାୟକ ଶ୍ରୀ ଦେବୀ ପ୍ରସାଦ ମିଶ୍ର, ସାଂସଦ ଶ୍ରୀ ମାନସ ମଙ୍ଗରାଜ ଓ ଶ୍ରୀ ଅମର ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।ଦଳରେ ସାମିଲ୍ ହୋଇଥିବା…

୫ଟି ଜିଲ୍ଲାର ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ଦର୍ଶନ କରାଇଲେ ସରକାର

ଗଞ୍ଜାମ, ମୟୁରଭଂଜ, ବାଲେଶ୍ବର, କଟକ ଓ କେନ୍ଦ୍ରାପଡାର ଦଶ ହଜାର ଭକ୍ତ କଲେ ମହାପ୍ରଭୁଙ୍କୁ ଦର୍ଶନ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଦିବ୍ୟ ଅନୁଭବ ପାଇଲେ ସମଙ୍ଗ ଠାରେ ଶ୍ରଦ୍ଧାଳୁ ମାନଙ୍କୁ ଭେଟିଲେ 5T ଅଧ୍ୟକ୍ଷ, ସେମାନଙ୍କ ସୁବିଧା ଅସୁବିଧା ସଂପର୍କରେ ପଚାରି ବୁଝିଲେ…

5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ପଞ୍ଚମ ଦିନରେ ୫ଟି ଜିଲ୍ଲାର ୩୪୩ଟି ସ୍କୁଲ ଲୋକାର୍ପିତ

ଚତୁର୍ଥ ପର୍ଯ୍ୟାୟରେ ୧୭୯୪ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହେବ, ପୂର୍ବରୁ ୩ଟି ପର୍ଯ୍ୟାୟରେ ୬୮୮୩ଟି ସ୍କୁଲର ଲୋକାର୍ପଣ ହୋଇଛି ଶିକ୍ଷାରେ Technologyର ପ୍ରୟୋଗ ପିଲାଙ୍କୁ ଯୁଗୋପଯୋଗୀ କରିପାରିଛି, ରୂପାନ୍ତରିତ ସ୍କୁଲର ପିଲା ଜୀବନର ସବୁ କ୍ଷେତ୍ରରେ ସଫଳ ହେବେ- ମୁଖ୍ୟମନ୍ତ୍ରୀ  …