ଆମର ବିକାଶ ମଡେଲ ସମସ୍ତଙ୍କ ପାଇଁ ସୁଯୋଗ ଆଣିଛି, ସମସ୍ତେ ବିକାଶର ଅଂଶୀଦାର ହୋଇଛନ୍ତି
ବିଶ୍ଵ ଦରବାରରେ ଭାରତର ପ୍ରତିଷ୍ଠା ବୃଦ୍ଧି ପାଉଛି, ଆମ ଓଡ଼ିଶାର ମଧ୍ୟ ଗୁରୁତ୍ବପୁର୍ଣ ଭୂମିକା ରହିଛି
ସାଧାରଣତନ୍ତ୍ର ଦିବସ-୨୦୨୪ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାର୍ତ୍ତା
"ସାଧାରଣତନ୍ତ୍ର ଦିବସ-୨୦୨୪ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ…