କବୟତ୍ରୀ ସଂଯୁକ୍ତା ତ୍ରିପାଠୀଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା
ନବରଙ୍ଗପୁର, ଅଶୋକ ସାହୁ, ଶାସକ ପ୍ରଶାସକ: ଭାଗୀରଥି ପାତ୍ର ସ୍ମୃତି ସଂସଦ ଓ ଅଇଲି ବୋଲା ସାଂସ୍କୃତିକ ପରିଷଦ ର ମିଳିତ ଆନୁକୂଲ୍ୟରେ ବିଶିଷ୍ଟ କବୟତ୍ରୀ ସଂଯୁକ୍ତା ତ୍ରିପାଠୀଙ୍କ ବିୟୋଗରେ ସ୍ଥାନୀୟ ସାଇ କେୟାର ଶିକ୍ଷାନୁଷ୍ଠାନ ପରିସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଥିଲା। ବରିଷ୍ଠ…