ଡାବୁଗାଁ ସରସ୍ଵତୀ ଶିଶୁ ମନ୍ଦିରରେ ତ୍ରୟବିଂଶ (୨୩) ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୨୪/୦୧/୨୪ : ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସରସ୍ଵତୀ ଶିଶୁ ମନ୍ଦିରରେ ତ୍ରୟବିଂଶ (୨୩) ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶିଶୁ ମନ୍ଦିର ପରିଚାଳନା କମିଟି ର ସଭାପତି ହରେକୃଷ୍ଣ ବାଡତିଆ ଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ…