ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ ।
ପଦ୍ମପୁର /ଶିବାଶିଷ ପଟ୍ଟନାୟକ:- ବରଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ସରୋଜ କୁମାର ଭୁଏ ଆଜି ପଦ୍ମପୁର ଗସ୍ତରେ ଆସି ବ୍ଲକ୍ ର ସତ୍ୟସେବା ସରକାରୀ ଉଚ୍ଚ ବିଦ୍ୟାଳୟ, କନସିଂହା, ସରକାରୀ ବାଳକ ପ୍ରାଥମିକ ବିଦ୍ୟାଳୟ, ପଦ୍ମପୁର ଓ ବିଇଓ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ। କନସିଂହା ଉଚ୍ଚ!-->…