ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ ସଫଳ; ଲାଓସରୁ ଫେରୁଛନ୍ତି ଫସିଥିବା ୧୭ ଓଡିଆ ଶ୍ରମିକ

ଭୁବନେଶ୍ବର, ୦୬ |୦୪ - ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡାଙ୍କ ହସ୍ତକ୍ଷେପ ପରେ ଲାଓସରେ ଫସି ରହିଥିବା ୧୭ ଜଣ ଓଡିଆ ଶ୍ରମିକ ଆସନ୍ତା କାଲି ଓଡିଶାରେ ପହଞ୍ଚିବା ନେଇ ଦୂତାବାସ ତରଫରୁ ସୂଚନା ମିଳିଛି| ଫସିଥିବା ୧୭ ଓଡିଆ ଶ୍ରମିକଙ୍କୁ ଉଦ୍ଧାର କରି…

ସମ୍ବଲପୁର ସମେତ ଓଡ଼ିଶାର ସବୁ ସହରରେ ଓ୍ୱେଲଥ୍ କ୍ରିଏସନ କରିବାର ଦାୟିତ୍ୱ ନେବା – ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ପ୍ରାନ୍ତୀୟ ମାରୱାଡ଼ି ଯୁବାମଞ୍ଚର ‘ପ୍ରାନ୍ତୀୟ ସଭା ଓ ଲଘୁ ଅଧିବେଶନ’ରେ କେନ୍ଦ୍ରମନ୍ତ୍ରୀ • ଓଡ଼ିଶା ପ୍ରାନ୍ତୀୟ ମାରୱାଡ଼ି ଯୁବାମଞ୍ଚ ସମାଜରେ ସେବାର ନୂଆ ପରମ୍ପରା ତିଆରି କରିଛି • ଶକ୍ତି ; ସେବା ଓ ସାହାଯ୍ୟ କରିବା ପାଇଁ ଉପଯୋଗ ହେବା ଦରକାର • ଟେକ୍ନୋଲୋଜି…

ସମ୍ବଲପୁରରେ ବିଜେପିର ପ୍ରତିଷ୍ଠା ଦିବସ ପାଳିଲେ କେନ୍ଦ୍ରମନ୍ତ୍ରୀ

ଅକ୍ଳାନ୍ତ ପରିଶ୍ରମ ମାଧ୍ୟମରେ ବିଜେପିକୁ ବିରାଟ ବଟ୍ଟବୃକ୍ଷରେ ପରିଣତ କରିଥିବା ବରିଷ୍ଠ ନେତାଗଣ ଏବଂ କାର୍ଯ୍ୟକର୍ତ୍ତାଙ୍କୁ ପ୍ରଣାମ - ଧର୍ମେନ୍ଦ୍ର ପ୍ରଧାନ • ଡା. ଶ୍ୟାମା ପ୍ରସାଦ ମୁଖାର୍ଜୀ ଏବଂ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜୀଙ୍କ ଭଳି ରାଷ୍ଟ୍ରୀୟ ସେବକଙ୍କ ଦ୍ୱାରା ପ୍ରତିଷ୍ଠା…

ସିମାନ୍ତ ମହାବିଦ୍ୟାଳୟରେ+୩ଛାତ୍ରଛାତ୍ରୀକୁ ନେଇ ଆତ୍ମରକ୍ଷା ତାଲିମ ଶିବିର ଅନୁଷ୍ଠିତ

ସାରସକଣା ରୁ ଦିପୁ ମହାପାତ୍ର ଙ୍କ ରିପୋର୍ଟ : ମୟୂରଭଞ୍ଜ ଜିଲ୍ଲାର ସାରସକଣା ବ୍ଲକ ସ୍ଥାନୀୟ ଝାରପୋଖରିଆସ୍ଥିତ ସୀମାନ୍ତ ମହାବିଦ୍ୟାଳୟ +୩ପ୍ରଥମ ବର୍ଷ ଛାତ୍ରୀମାନଙ୍କ ପାଇଁ ରାଜ୍ୟଉଚ୍ଚଶିକ୍ଷା ବିଭାଗ ନିର୍ଦେଶରେ ଏକ ୨୦ ଦିନିଆ ଆତ୍ମରକ୍ଷା ତାଲିମ ଶିବିର ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ…

ଡାବୁଗାଁ ରେ ବିଜେପି ର ୪୫ ତମ ପ୍ରତିଷ୍ଠା ଦିବସ ପାଳିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ): ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସଦର ବିଜେପି କାର୍ଯ୍ୟାଳୟ ପରିସରରେ ବିଜେପି ର ୪୫ ତମ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି। ଡାବୁଗାଁ ମଣ୍ଡଳ ବିଜେପି ସଭାପତି ଜେ ରାଜ ଶେଖର ରାଓ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜେପି ର ବରିଷ୍ଠ ନେତା…

ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ପରିଚାଳନା ନିମନ୍ତେ ପ୍ରସ୍ତୁତି ବୈଠକ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ଜିଲ୍ଳାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ପରିଚାଳନା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲ୍ଳାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ…

ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଭଞ୍ଜ ଜୟନ୍ତୀ ସମାରୋହ

ଭଞ୍ଜନଗର ରୁ (ଉଦୟନାଥ ପଣ୍ଡା): ଅତ୍ୟନ୍ତ ଗୈାରବମୟ ଇତିହାସକୁ ବହନ କରି ୧୮୮୪ ମସିହାରୁ ଅଦ୍ୟାବଧି ସଗର୍ବେ ଦଣ୍ଡାୟମାନ ହୋଇ ରହିଥିବା ଓଡ଼ିଶାର ଅନ୍ୟତମ ପ୍ରାଚୀନ ଶିକ୍ଷାନୁଷ୍ଠାନ ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟ ରେ ଆନନ୍ଦ ଉଲ୍ଲାସର ସହ କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ…

ବିଜେପିରେ ଯୋଗ ଦେଲେ ଜଗତସିଂହପୁର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ

ଜଗତସିଂହପୁର,ତା-୦୬.୦୪.୨୦୨୪/ସୁମନ୍ତ କୁମାର ଦାସ: ଜଗତସିଂହପୁରର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ତଥା ରାଜ୍ୟ କାଜୁ ନିଗମର ପୂର୍ବତନ ଚେୟାରମ୍ୟାନ ଅମରେନ୍ଦ୍ର ଦାସ ନିଜ ହଜାର ହଜାର ସମର୍ଥକଙ୍କ ସହ ବିଜେଡି ଛାଡି ଆନୁଷ୍ଠାନିକଭାବେ ବିଜେପିରେ ସାମିଲ ହୋଇଛନ୍ତି । ବିଜେପିରେ ଯୋଗଦେବା ପରେ…

କାର୍ଯ୍ୟ ରେ ଯୋଗଦେଲେ ଜଗତସିଂହପୁର ର ନୂଆ ଜିଲ୍ଲାପାଳ ଅନୁପମ ସାହା

ଜଗତସିଂହପୁର,ତା-୦୬.୦୪.୨୦୨୪/ସୁମନ୍ତ କୁମାର ଦାସ: ଆଜି ପୂର୍ବାହ୍ନ ରେ ଜଗତସିଂହପୁର ଜିଲ୍ଲା ର ନୂତନ ଜିଲ୍ଲାପାଳ ଭାବେ କାର୍ଯ୍ୟ ରେ ଯୋଗଦେଇଛନ୍ତି ଶ୍ରୀ ଅନୁପମ ସାହା,ଭା ପ୍ର ସେ। ଶ୍ରୀ ସାହା ପୂର୍ବରୁ ଓସେପା ର ରାଜ୍ଯ ପ୍ରକଳ୍ପ ନିର୍ଦ୍ଦେଶକ ତଥା ମୋ ସ୍କୁଲ୍ ଏବଂ ଶ୍ରମ କମିଶନର ର ସଦସ୍ୟ…

ବାହାରୁ ଶିକୁଳି ବୁଜି ଲକ୍ଷାଧିକ ମୁଲ୍ୟର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୁତ୍ତ

ସନ୍ଧାନୀ କୁକୁର ନେଇ ପୋଲିସ କରୁଛି ଛାନଭିନ ଓଡ଼ଗାଁ, ୬।୪ (ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଆଦର୍ଶ ଥାନା ଓଡ଼ଗାଁ ଏନଏସି ଅନ୍ତର୍ଗତ ଜାରିଙ୍ଗି କଲ୍ୟାଣ ସାହିରେ ବାହାର ପଟୁ ଶିକୁଳି ବନ୍ଦ କରି ଦୁର୍ବୁତ୍ତ ଲକ୍ଷାଧିକ ମୁଲ୍ୟର ସୁନା ଅଳଙ୍କାର ଲୁଟି ନେଇଥିବା ନେଇ ଓଡ଼ଗାଁ…