ପ୍ରକାଶ ତ୍ରିପାଠୀ ରାଜ୍ୟ ସମ୍ପାଦକ ଭାବେ ନିଯୁକ୍ତ

ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟର ପୂର୍ବତନ ସଭାପତି ତଥା ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ସଂଯୋଜକ ତଥା ରାଜ୍ୟ ଯୁବ ବିଜେଡି ପୂର୍ବତନ ଉପ ସଭାପତି ଡଃ ପ୍ରକାଶ କୁମାର ତ୍ରିପାଠୀଙ୍କୁ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଭାବରେ ନିଯୁକ୍ତ ଦେଇ ଥିବାରୁ ଡଃ ତ୍ରିପାଠୀ ରାଜ୍ୟ ମୁଖ୍ୟମନ୍ତ୍ରୀ…

ଡକା ଡକି ହୋଇ ଉଭୟ ଆରପାରିକୁ ଚାଲିଗଲେ ସ୍ବାମୀ ସ୍ତ୍ରୀ

ଭଞ୍ଜନଗର ରୁ (ଉଦୟନାଥ ପଣ୍ଡା): ଆଜି ଏପ୍ରିଲ୍ ୪ ତାରିଖ ଗୁରୁବାର ୨୦୨୪ ରେ ଭଞ୍ଜନଗର ଖାଲାସିସାହି ସ୍ଥିତ ଶିଶୁ ଉଦ୍ୟାନ ନିକଟସ୍ଥ ନିଜ ବାସଭବନରେ ସ୍ଵାମୀ ପି.ରାଜଗୋପାଲ୍ ରାଓ ଙ୍କ ବାର୍ଦ୍ଧକ୍ୟ ଦେହାନ୍ତ ର ଅନ୍ତିମ ସଂସ୍କାରର କେଇ ଘଣ୍ଟା ମଧ୍ୟରେ ସ୍ତ୍ରୀ ପି. ରାମ୍ ଵାଈ ରାଓ ମଧ୍ୟ ଇହଧାମ…

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ଭିକେ ପାଣ୍ଡିଆନଙ୍କୁ ବହିଷ୍କାର କରାଯାଉ : ଅନିଲ ବିଶ୍ୱାଳ

 ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଫିସରମାନଙ୍କ ତାଲିକାର ୧ନମ୍ବରରେ ସ୍ଥାନରେ ଅଛନ୍ତି ଭିକେ ପାଣ୍ଡିଆନ ଯାହା ବଡ ଆଶ୍ଚର୍ଯ୍ୟଜନକ  ଆଜି ପର୍ଯ୍ୟନ୍ତ ଭିକେ ପାଣ୍ଡିଆନଙ୍କୁ କିଭଳି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ଅଫିସରଭାବରେ କାମ କରିବା ପାଇଁ ଦିଆଯାଉଛି?  ଓଡିଶା ବୋଧହୁଏ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ଚାରି ସଂସଦୀୟ କ୍ଷେତ୍ରର ନିର୍ବାଚନ ସମୀକ୍ଷା

ଭୁବନେଶ୍ୱର:ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ସମ୍ବଲପୁରଠାରେ ସମ୍ବଲପୁର, ବରଗଡ଼, ଢେଙ୍କାନାଳ ଓ ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ରର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କିଛନ୍ତିା ସମ୍ବଲପୁର ମୁନିସିପାଲ କର୍ପୋରେସନ୍ର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ପ୍ରସ୍ତୁତି ସମୀକ୍ଷା…

ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ କୁଆଲା ଲୁମ୍ପୁର ଠାରେ ସମ୍ମମ୍ ସମ୍ବର୍ଦ୍ଧିତ

ଭୁବନେଶ୍ୱର, ଏପ୍ରିଲ୍ ୪ : ଓଡ଼ିଶାରେ ଉତମ ମାନର ସ୍ୱାସ୍ଥ୍ୟ ସେବା ପ୍ରଦାନକାରୀ ନୂତନତମ କ୍ୱାଟରନାରି କେୟାର ହସ୍ପିଟାଲ ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍‌)କୁ ଗତ ମାର୍ଚ୍ଚ ୨୨ ତାରିଖରେ କୁଆଲା ଲୁମ୍ପୁର ଠାରେ ‘ଏକ୍ସିଲେନ୍ସ ଇନ୍ ହସ୍ପିଟାଲିଟି ଆଣ୍ଡ ହେଲ୍‌ଥ କେୟାର ସର୍ଭିସ୍ ଆୱାର୍ଡ’ରେ…

ବିଜେଡ଼ିରେ ଯୋଗଦେଲେ ବିଜେପି ନେତା ରାମଚନ୍ଦ୍ର ପାଙ୍ଗୀ ଓ କଂଗ୍ରେସ ନେତା ଅଭିରାମ ହନ୍ତାଳ

ଭୁବନେଶ୍ୱର, ୦୪/୦୪/୨୦୨୪ : କୋରାପୁଟ ଜିଲ୍ଲା ଅନ୍ତର୍ଗତ ପଟ୍ଟାଙ୍ଗୀ ନିର୍ବାଚନମଣ୍ଡଳୀର ୨୦୧୯ ସାଧାରଣ ନିର୍ବାଚନର ବିଜେପି ବିଧାୟକ ପ୍ରାର୍ଥୀ ରାମଚନ୍ଦ୍ର ପାଙ୍ଗୀ ଓ କଂଗ୍ରେସ ନେତା ଅଭିରାମ ହନ୍ତାଳଙ୍କ ସମେତ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ…

ବିଜେପି ନେତା ଦିଲ୍ଲୀପ ନାୟକ ବିଜେଡ଼ିରେ ଯୋଗଦେଲେ

ଭୁବନେଶ୍ୱର, ୦୪/୦୪/୨୦୨୪:ପୁରୀଜିଲ୍ଲା ଅନ୍ତର୍ଗତ ନିମାପଡା ନିର୍ବାଚନ ମଣ୍ଡଳୀର ବିଜେପି ନେତା ଦିଲ୍ଲୀପ ନାୟକଙ୍କ ସମେତ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖ ଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ସମୀର ଦାସ ଓ ରାଜ୍ୟସଭା ସାଂସଦ ଡ.ସସ୍ମିତ ପାତ୍ରଙ୍କ…

କିମ୍‍ସରେ ପ୍ରୋଷ୍ଟେଟ୍ କର୍କଟ ରୋଗର ସଫଳ ଚିକିତ୍ସା

ଭୁବନେଶ୍ୱର,୩ା୪: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ (କିମ୍‌ସ) ଭୁବନେଶ୍ୱରର ଡାକ୍ତରଙ୍କୁ ପ୍ରୋଷ୍ଟେଟ୍‍ କର୍କଟ ରୋଗ ଚିକିତ୍ସାରେ ମିଳିଛି ସଫଳତା। ଜଣେ ୬୧ ବର୍ଷୀୟ ରୋଗୀ ଅତ୍ୟାଧୁନିକ ଲାପାରୋସ୍କୋପିକ୍ ଅସ୍ତ୍ରୋପଚାର ମାଧ୍ୟମରେ ପ୍ରୋଷ୍ଟେଟ୍ କର୍କଟ ରୋଗରୁ ସମ୍ପୂର୍ଣ୍ଣ…

ଆତ୍ମସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ

ଗାଇସିଲାଟ/ମନ ଡନସନା-ପଞ୍ଚାୟତ ସମିତି ମହାବିଦ୍ୟାଳୟ, ଗାଇସିଲାଟ ଠାରେ ଆତ୍ମସୁରକ୍ଷା ତାଲିମ ଶିବିର ଉଦଯାପିତ ହୋଇଯାଇଛି । ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡ. ଜୟକେତନ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସମାଜସେବୀ ରଞ୍ଜନ କୁମାର ପଣ୍ଡା ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଭାବରେ…

୨୦୨୪-୨୫ ନୂତନ ଶିକ୍ଷା ବର୍ଷର ପ୍ରଥମ ଦିନରେ ଉତ୍ସାହ ଜନକ ଉପସ୍ଥାନ

ବିଭିନ୍ନ ଶ୍ରେଣୀରେ ନାମଲେଖା ଜାରି ରହିଛି ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟରେ ୨୦୨୪-୨୫ ନୂତନ ଶିକ୍ଷାବର୍ଷ ପାଇଁ ପାଠପଢ଼ା ଆରମ୍ଭ ହୋଇଛିା ନୂତନ ଶିକ୍ଷାବର୍ଷକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବେଶ୍…