ପୁସ୍ତକ ମେଳାର ଷଷ୍ଠ ସଂଧ୍ୟା
ଜଗତସିଂହପୁର,ତା-୨୦.୦୧.୨୦୨୪/ସୁମନ୍ତ କୁମାର ଦାସ: ଜଗତସିଂହପୁର ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଜଗତସିଂହପୁର ପୁସ୍ତକ ମେଳାର ରୌପ୍ୟ ଜୟନ୍ତୀ ସମାରୋହର ଆଜି ଥିଲା ଷଷ୍ଠ ସଂଧ୍ୟା । ଏହି ଅବସରରେ ଆୟୋଜିତ ସଭାରେ ଜଗତସିଂହପୁର ସାଂସ୍କୃତିକ ପରିଷଦର କାର୍ଯ୍ୟକାରୀ ଅଧ୍ୟକ୍ଷ…