୮୯ ତମ ଉତ୍କଳ ଦିବସ ଉପଲକ୍ଷେ ସାଇପ୍ରିୟା ୱେଲଫର ଟ୍ରଷ୍ଟ ତରଫରୁ ଏକ ବକ୍ତୃତା ପ୍ରତିଯୋଗିତା ଆୟୋଜିତ
ରାୟଗଡ : ୮୯ ତମ ଉତ୍କଳ ଦିବସ ଉପଲକ୍ଷେ ସ୍ଥାନୀୟ ସାଇପ୍ରିୟା ନଗର ସ୍ଥିତ ସାଇପ୍ରିୟା ୱେଲଫର ଟ୍ରଷ୍ଟ ତରଫରୁ ଟ୍ରଷ୍ଟର କାର୍ଯ୍ୟାଳୟ କକ୍ଷରେ ଏକ ବକ୍ତୃତା ପ୍ରତିଯୋଗିତା ଆୟୋଜିତ କରାଯାଇଥିଲା l ସାଇପ୍ରିୟା ନଗରରେ ବାସ କରୁଥିବା ବିଭିନ୍ନ ବିଦ୍ୟାଳୟ ମାନଙ୍କରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀ…