ଶୃଙ୍ଖଳା ଓ କଠିନ ପରିଶ୍ରମ ହିଁ ସଫଳତାର ମାପକାଠି: କିଶୋର
ଓସ୍ଜା ବାର୍ଷିକ କ୍ରୀଡ଼ା ପୁରସ୍କାର ସମାରୋହ
ଏସିଆଡ଼ କ୍ରୀଡ଼ା ପଦକ ବିଜେତା ଜାଭେଲିନ୍ ଫିଙ୍ଗାଳି କିଶୋରଙ୍କୁ ଓସ୍ଜା ଦ୍ବାରା ଚଳିତ ବର୍ଷର ଶ୍ରେଷ୍ଠ କ୍ରୀଡ଼ାବିତ ପୁରସ୍କାର
ଓଡ଼ିଶା ଭାରୋତ୍ତୋଳନର ପିତାମହ ବିଜୟ ଶତପଥୀଙ୍କୁ ଜୀବନବ୍ୟାପି ସାଧନା ନିମନ୍ତେ ପୁରସ୍କୃତ…