“ଦୋଳ ଉତ୍ସବ”ର ଚତୁର୍ଥ ଦିନର ମୁଖ୍ୟ ଆକର୍ଷଣ ଥିଲା “ମଘାପୋଡି”
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଦୋଳ ଉତ୍ସବ ଓ ଦୋଳବନ୍ଧ ଉନ୍ନୟନ କମିଟି ଏବଂ ଜିଲ୍ଲା ସଂସ୍କୃତି ପରିଷଦ ମିଳିତ ଆନୁକୁଲ୍ୟରେ ଦୋଳବନ୍ଧ ନିକଟ ଦୋଳମଣ୍ଡପ ଠାରେ ଦୀର୍ଘ ୬ଦିନ ଧରି ଚାଲିଥିବା ଦୋଳତ୍ସବର ଚତୁର୍ଥ ସନ୍ଧ୍ୟାରେ ରାମ ସ୍ୱାମୀ ମନ୍ଦିରରୁ ପ୍ରଭୁ…